Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଗିଡ଼ିଲା ସ୍ବାସ୍ଥ୍ୟବସ୍ଥା : ଡାକ୍ତରଖାନାରେ ସପାର ସଂସ୍ଥାପକ ମୁଲାୟମ୍‌ ସିଂ ଯାଦବ
ଆଜିର ଖବର

ବିଗିଡ଼ିଲା ସ୍ବାସ୍ଥ୍ୟବସ୍ଥା : ଡାକ୍ତରଖାନାରେ ସପାର ସଂସ୍ଥାପକ ମୁଲାୟମ୍‌ ସିଂ ଯାଦବ

June 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mulyam singh in hospital
mulyam singh in hospital

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂହ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯାଇଛି । ସ୍ବାସ୍ଥ୍ୟବସ୍ଥା ଖରାପ ହେବା କାରଣରୁ ତାଙ୍କୁ ଗାଜିଆବାଦର ଯଶୋଦା ହସ୍‌ପିଟାଲ୍‌ରେ ଚିକିତ୍ସା ନିମେନ୍ତ ଭର୍ତ୍ତିକ କରାଯାଇଛି । କିଛି ଦିନ ହେବ ମୁଲାୟମଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ରହିଛି । ଏହା ପୂର୍ବରୁ ଜୁନ୍‌ ୧୦ରେ ମୁଲାୟମଙ୍କୁ ଗୋରଗାଓଁସ୍ଥିତ ମେଦାନ୍ତ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ମୁଲାୟମ୍‌ କିଛି ଦିନ ହେବ ଡାଇବେଟିସ୍‌ ଓ ହୃଦ୍‌ଜନିତ ସମସ୍ୟାରେ ପୀଡ଼ିତ ରହିଛନ୍ତି । ଚଳିତ ଲୋକସଭା ନିର୍ବାଚନରେ ମୁଲାୟମ୍‌ ମୈନପୁରୀ ଆସନରୁ ଜିତିଛନ୍ତି । ଚଳିତ ନିର୍ବାଚନରେ ସପା-ବସପା ମହାମେଣ୍ଟ କରି ନିର୍ବାଚନ ଲଢିଥିଲେ । ନିର୍ବାଚନ ଫଳାଫଳ ନୈରାଶ୍ୟଜନକ ରହିବା ପରେ ମାୟାବତୀ ଏହି ମେଣ୍ଟରୁ ଓହରିଯାଇଛନ୍ତି । ମାୟାବତୀ ସପାଠାରୁ ଦୂରେଇ ଯାଇ ଆସନ୍ତା ନିର୍ବାଚନରେ ଏକୁଟିଆ ଲଢେଇ କରିବେ ବୋଲି ଘୋଷଣା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

୨୩ରୁ ୨୪ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 22, 2025

ପ୍ରଥମ ଥର ପାଇଁ ଅନନ୍ତନାଗରେ ପହଞ୍ଚିଲା ଏଫସିଆଇର ଖାଦ୍ୟଶସ୍ୟବାହୀ ଟ୍ରେନ

December 22, 2025

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025
Latest News

୨୩ରୁ ୨୪ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 22, 2025

ପ୍ରଥମ ଥର ପାଇଁ ଅନନ୍ତନାଗରେ ପହଞ୍ଚିଲା ଏଫସିଆଇର ଖାଦ୍ୟଶସ୍ୟବାହୀ ଟ୍ରେନ

December 22, 2025

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.