Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ଲୋକସଭା ଆସନ ପୋଛି ନେଲା ବିଜେପି, ବିଜେଡି ହାତ ଖାଲି, ଏକମାତ୍ର ଆସନ ନେଲା କଂଗ୍ରେସ
ଆଜିର ଖବର

ଓଡିଶାର ଲୋକସଭା ଆସନ ପୋଛି ନେଲା ବିଜେପି, ବିଜେଡି ହାତ ଖାଲି, ଏକମାତ୍ର ଆସନ ନେଲା କଂଗ୍ରେସ

June 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ଲୋକସଭା ଆସନ ପୋଛି ନେଲା ବିଜେପି, ବିଜେଡି ହାତ ଖାଲି, ଏକମାତ୍ର ଆସନ ନେଲା କଂଗ୍ରେସ

ଭୁବନେଶ୍ବର: ଏଥର ଲୋକସଭା ଏବଂ ବିଧାନସଭା ଫଳାଫଳ ବେଶ ଆଶ୍ଚର୍ଯ୍ୟଜନକ ହୋଇଛି। ଏଠାରେ ବିଜେପି ବିଧାନସଭାରେ ବହୁମତ ହାସଲ କରିଥିବା ବେଳେ ଲୋକସଭାରେ ସମସ୍ତ ଆସନ ପୋଛି ନେଇଛି। ଏକମାତ୍ରା କଂଗ୍ରେସ ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି। ସେ ହେଉଛନ୍ତି କୋରାପୁଟ ଆସନର ସପ୍ତଗିରି ଉଲ୍ଲାକା।

ଗତଥର ବିଜେପି ମାତ୍ର ଆଠଟି ଲୋକସଭା ଆସନରେ ବିଜୟ ଲାଭ କରିଥିଲା ବେଳେ ବିଜେଡି 12 ଟି ଆସନରେ ବିଜୟ ଲାଭ କରିଥିଲା। ଏଥର ବିଜେଡି 17ଟି ଆସନ ହାସଲ କରିବ ବୋଲି ଆଶା ରଖିଥିଲା। ହେଲେ ଶେଷରେ ତାହା ଧୂଳିସାତ ହୋଇଛି। ଭୋଟ ଗଣତିର ଶେଷ ପର୍ଯ୍ୟାୟ ପର୍ଯ୍ୟନ୍ତ ଯାଜପୁରରୁ ଶର୍ମିଷ୍ଠା ସେଠୀ ଆଗରେ ଥିଲେ। ହେଲେ ଶେଷ ମୂହୁର୍ତ୍ତରେ ସେ ମଧ୍ୟ ପରାଜୟ କଲେ। ଏହା ବିଜେଡିର ଏକ ବଡ ବିପର୍ଯ୍ୟୟ।

odishaelection2024 ଓଡିଶା ନିର୍ବାଚନ 2024 ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଶ୍ରୀଲଙ୍କା ସିରିଜ ପୂର୍ବରୁ ଇଶାନ କିଷାନ ଅଧିନାୟକ ନିଯୁକ୍ତ: ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ବଡ଼ ଦାୟିତ୍ଵ

July 30, 2026

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

July 30, 2026

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପକ୍ଷରୁ ଅନ୍ତର୍ଜାତୀୟ ବାଘ ଦିବସ କାର୍ଯ୍ୟକ୍ରମ

July 30, 2026
Latest News

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା

July 30, 2026

ଶ୍ରୀଲଙ୍କା ସିରିଜ ପୂର୍ବରୁ ଇଶାନ କିଷାନ ଅଧିନାୟକ ନିଯୁକ୍ତ: ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ବଡ଼ ଦାୟିତ୍ଵ

July 30, 2026

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

July 30, 2026

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପକ୍ଷରୁ ଅନ୍ତର୍ଜାତୀୟ ବାଘ ଦିବସ କାର୍ଯ୍ୟକ୍ରମ

July 30, 2026

ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.