Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନଡିଏ ବୈଠକ ପରେ ଆଜି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଏନଡିଏ ବୈଠକ ପରେ ଆଜି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

June 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ର ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିପାରନ୍ତି। ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ପିଏମ ମୋଦୀ ସରକାର ଗଠନ ପାଇଁ ସମର୍ଥନ ପତ୍ର ରାଷ୍ଟ୍ରପତି ମୁର୍ମୁଙ୍କୁ ଦେଇପାରନ୍ତି।

ସୂତ୍ରରୁ ପ୍ରକାଶ ଯେ, ଶୁକ୍ରବାର ଦିନ ସଂସଦ ଗୃହରେ ଏନଡିଏ ସାଂସଦଙ୍କ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ବିଭିନ୍ନ ଦଳର ସଭାପତି ଉପସ୍ଥିତ ରହିବେ। ଏହି ସମୟରେ ରାଜନୈତିକ ମହଲରେ କଳ୍ପନାଜଳ୍ପନା କରାଯାଉଛି ଯେ, ଏଥର ନୂତନ ସରକାରଙ୍କ ଚେହେରା ବଦଳିପାରେ। କାରଣ ୨୦୧୪ ପରଠାରୁ ପ୍ରଥମ ଥର ପାଇଁ ବିଜେପି ୨୭୨ ର ମ୍ୟାଜିକ ସଂଖ୍ୟାର ପଛରେ ରହିଛି। ଏହି କାରଣରୁ ବିଜେପିକୁ ଏନଡିଏରେ ଅନ୍ତର୍ଭୁକ୍ତ ଅନ୍ୟ ଦଳ ଉପରେ ନିର୍ଭର କରିବାକୁ ପଡ଼ିବ।

BJP Elections 2024 Lok Sabha Chunav Result 2024 Lok Sabha Elections 2024 Lok Sabha Elections Result 2024 NDA pm modi
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.