Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନଡିଏ ବୈଠକ ପରେ ଆଜି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଏନଡିଏ ବୈଠକ ପରେ ଆଜି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

June 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ର ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିପାରନ୍ତି। ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ପିଏମ ମୋଦୀ ସରକାର ଗଠନ ପାଇଁ ସମର୍ଥନ ପତ୍ର ରାଷ୍ଟ୍ରପତି ମୁର୍ମୁଙ୍କୁ ଦେଇପାରନ୍ତି।

ସୂତ୍ରରୁ ପ୍ରକାଶ ଯେ, ଶୁକ୍ରବାର ଦିନ ସଂସଦ ଗୃହରେ ଏନଡିଏ ସାଂସଦଙ୍କ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ବିଭିନ୍ନ ଦଳର ସଭାପତି ଉପସ୍ଥିତ ରହିବେ। ଏହି ସମୟରେ ରାଜନୈତିକ ମହଲରେ କଳ୍ପନାଜଳ୍ପନା କରାଯାଉଛି ଯେ, ଏଥର ନୂତନ ସରକାରଙ୍କ ଚେହେରା ବଦଳିପାରେ। କାରଣ ୨୦୧୪ ପରଠାରୁ ପ୍ରଥମ ଥର ପାଇଁ ବିଜେପି ୨୭୨ ର ମ୍ୟାଜିକ ସଂଖ୍ୟାର ପଛରେ ରହିଛି। ଏହି କାରଣରୁ ବିଜେପିକୁ ଏନଡିଏରେ ଅନ୍ତର୍ଭୁକ୍ତ ଅନ୍ୟ ଦଳ ଉପରେ ନିର୍ଭର କରିବାକୁ ପଡ଼ିବ।

BJP Elections 2024 Lok Sabha Chunav Result 2024 Lok Sabha Elections 2024 Lok Sabha Elections Result 2024 NDA pm modi
Share. Facebook Twitter LinkedIn Email WhatsApp Copy Link

Related Posts

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.