Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିକରରେ ଆଜି ହେବ ମଦନଙ୍କ ଅନ୍ତିମ ସଂସ୍କାର : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବଡ଼ ବଡ଼ ନେତାମାନେ ଜଣାଇଲେ ଶୋକ
ଆଜିର ଖବର

ସିକରରେ ଆଜି ହେବ ମଦନଙ୍କ ଅନ୍ତିମ ସଂସ୍କାର : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବଡ଼ ବଡ଼ ନେତାମାନେ ଜଣାଇଲେ ଶୋକ

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜସ୍ଥାନ ବିଜେପି ପ୍ରଦେଶ ଅଧ୍ୟକ୍ଷ ତଥା ରାଜ୍ୟସଭା ସାଂସଦ ମଦନ ଲାଲ ସୈନୀଙ୍କ ସୋମାବର ଦିନ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗ ଯୋଗୁ ଆଜି  ରାଜ୍ୟସଭାକୁ ମୁଲତବୀ ଘୋଷଣା କରାଯାଇଛି। ମଦନ ଲାଲ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ଏଥିପାଇଁ ସେ ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଗତକାଲି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତବର୍ଷ ଜୁନ୍‌ ମାସରେ ମଦନ ଲାଲ ସାଇନିଙ୍କୁ ରାଜସ୍ଥାନ ବିଜେପି ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିଲା। ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଗଭୀର ଶୋକ ଜଣାଇଛନ୍ତି । ମୋଦୀ ଟୁଇଟରେ ଲେଖିଛନ୍ତି, ମଦନ ଲାଲ ସୈନୀଜୀଙ୍କ ପରଲୋକରେ ବିଜେପିକୁ ବଡ଼ କ୍ଷତି ପହଂଚାଇଛି । ସେ ରାଜସ୍ଥାନରେ ଦଳକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ  ଭୂମିକା ନିଭାଇ ଥିଲେ । ଶୋକାକୁଳ ପରିବାରକୁ ମୁଁ ସମବେଦନା ଜଣାଉଛି ବୋଲି ମୋଦୀ କହିଛନ୍ତି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସୈନୀଙ୍କ ମୃତ୍ୟୁରେ ଶୋକ ପ୍ରକଟ କରିଛନ୍ତି ।  ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ଲଘୁ ଉଦ୍ୟୋଗ ବିକାଶ ବ୍ୟାଙ୍କକୁ ଇକ୍ୟୁଟି ସହାୟତାକୁ କ୍ୟାବିନେଟ୍‌ ମଞ୍ଜୁରି

January 21, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଦେଖନ୍ତୁ ଉଭୟ ଦଳର ସମ୍ଭାବ୍ୟ ଏକାଦଶ

January 21, 2026

ଆଜି ମହାପ୍ରଭୃଙ୍କର ପଦ୍ମବେଶ: କାହିଁକି ହୁଏ ଏହି ବେଶ, କଣ ରହିଛି ଏହା ପଛର କିମ୍ବଦନ୍ତୀ?

January 21, 2026

ଶୁଳ୍କ ଧମକ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିବ ଡବଲ ଝଟକା!: ବାଣିଜ୍ୟ ଚୁକ୍ତି ଭାଙ୍ଗିବେ ଭାରତ ସହିତ ୨୭ଟି ଦେଶ

January 21, 2026
Latest News

ଭାରତୀୟ ଲଘୁ ଉଦ୍ୟୋଗ ବିକାଶ ବ୍ୟାଙ୍କକୁ ଇକ୍ୟୁଟି ସହାୟତାକୁ କ୍ୟାବିନେଟ୍‌ ମଞ୍ଜୁରି

January 21, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଦେଖନ୍ତୁ ଉଭୟ ଦଳର ସମ୍ଭାବ୍ୟ ଏକାଦଶ

January 21, 2026

ଆଜି ମହାପ୍ରଭୃଙ୍କର ପଦ୍ମବେଶ: କାହିଁକି ହୁଏ ଏହି ବେଶ, କଣ ରହିଛି ଏହା ପଛର କିମ୍ବଦନ୍ତୀ?

January 21, 2026

ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

January 21, 2026

ଶୁଳ୍କ ଧମକ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିବ ଡବଲ ଝଟକା!: ବାଣିଜ୍ୟ ଚୁକ୍ତି ଭାଙ୍ଗିବେ ଭାରତ ସହିତ ୨୭ଟି ଦେଶ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.