Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିକରରେ ଆଜି ହେବ ମଦନଙ୍କ ଅନ୍ତିମ ସଂସ୍କାର : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବଡ଼ ବଡ଼ ନେତାମାନେ ଜଣାଇଲେ ଶୋକ
ଆଜିର ଖବର

ସିକରରେ ଆଜି ହେବ ମଦନଙ୍କ ଅନ୍ତିମ ସଂସ୍କାର : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବଡ଼ ବଡ଼ ନେତାମାନେ ଜଣାଇଲେ ଶୋକ

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜସ୍ଥାନ ବିଜେପି ପ୍ରଦେଶ ଅଧ୍ୟକ୍ଷ ତଥା ରାଜ୍ୟସଭା ସାଂସଦ ମଦନ ଲାଲ ସୈନୀଙ୍କ ସୋମାବର ଦିନ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗ ଯୋଗୁ ଆଜି  ରାଜ୍ୟସଭାକୁ ମୁଲତବୀ ଘୋଷଣା କରାଯାଇଛି। ମଦନ ଲାଲ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ଏଥିପାଇଁ ସେ ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଗତକାଲି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତବର୍ଷ ଜୁନ୍‌ ମାସରେ ମଦନ ଲାଲ ସାଇନିଙ୍କୁ ରାଜସ୍ଥାନ ବିଜେପି ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିଲା। ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଗଭୀର ଶୋକ ଜଣାଇଛନ୍ତି । ମୋଦୀ ଟୁଇଟରେ ଲେଖିଛନ୍ତି, ମଦନ ଲାଲ ସୈନୀଜୀଙ୍କ ପରଲୋକରେ ବିଜେପିକୁ ବଡ଼ କ୍ଷତି ପହଂଚାଇଛି । ସେ ରାଜସ୍ଥାନରେ ଦଳକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ  ଭୂମିକା ନିଭାଇ ଥିଲେ । ଶୋକାକୁଳ ପରିବାରକୁ ମୁଁ ସମବେଦନା ଜଣାଉଛି ବୋଲି ମୋଦୀ କହିଛନ୍ତି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସୈନୀଙ୍କ ମୃତ୍ୟୁରେ ଶୋକ ପ୍ରକଟ କରିଛନ୍ତି ।  ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ

Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

July 16, 2026

ରଥଯାତ୍ରା ସେବା ୨୦୨୬: ଭକ୍ତମାନଙ୍କୁ ଅନ୍ନସେବା ସହିତ ବିଭିନ୍ନ ସହାୟତାର ହାତ ବଢାଇଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ

July 16, 2026

ପ୍ରତିବର୍ଷ ଇସ୍ରୋ ଛାଡି ଯାଉଛନ୍ତି ୧୦୦ ରୁ ୧୨୦ ବୈଜ୍ଞାନିକ: ଜାଣନ୍ତୁ ଇସ୍ତଫା ପଛର କାରଣ 

July 16, 2026

ବଦଳିଲା ଭାରତ ବନାମ ଇଂଲଣ୍ଡ ଦ୍ୱିତୀୟ ଦିନିକିଆର ସମୟ: ଜାଣନ୍ତୁ ସମସ୍ତ ବିବରଣୀ

July 16, 2026
Latest News

ଏବେ ବିନା ସଂଯୋଗରେ କିଛି ମିନିଟରେ ଘରକୁ ଆସିବ LPG ସିଲିଣ୍ଡର: ଜାଣନ୍ତୁ କେମିତି?

July 16, 2026

ସିଏସଏମ୍ ଟେକ୍ ର ସଫଳତା: ହାସଲ କଲା ବିଶ୍ୱ ବ୍ୟାଙ୍କ ସହାୟତା ମାଲାୱିର ଡିଜିଟାଲ୍ ପ୍ରୋକ୍ୟୁରମେଣ୍ଟ ପ୍ରକଳ୍ପ

July 16, 2026

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

July 16, 2026

ରଥଯାତ୍ରା ସେବା ୨୦୨୬: ଭକ୍ତମାନଙ୍କୁ ଅନ୍ନସେବା ସହିତ ବିଭିନ୍ନ ସହାୟତାର ହାତ ବଢାଇଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ

July 16, 2026

ପ୍ରତିବର୍ଷ ଇସ୍ରୋ ଛାଡି ଯାଉଛନ୍ତି ୧୦୦ ରୁ ୧୨୦ ବୈଜ୍ଞାନିକ: ଜାଣନ୍ତୁ ଇସ୍ତଫା ପଛର କାରଣ 

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.