Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»INDIA ସରକାର ଗଠନ ପାଇଁ ପ୍ରୟାସ ଜାରି: ଅଖିଳେଶ ଯାଦବଙ୍କୁ ଭେଟିଲେ ଟିଏମସି ର ଏହି ବଡ ନେତା
ଆଜିର ଖବର

INDIA ସରକାର ଗଠନ ପାଇଁ ପ୍ରୟାସ ଜାରି: ଅଖିଳେଶ ଯାଦବଙ୍କୁ ଭେଟିଲେ ଟିଏମସି ର ଏହି ବଡ ନେତା

June 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଖିଳେଶ ଯାଦବ
ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ'ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସର ନେତା ଅଭିଷେକ ବାନାର୍ଜୀଙ୍କୁ ଭେଟିଛନ୍ତି।

ସୂଚନା ଅନୁଯାୟୀ ଜାତୀୟ ରାଜଧାନୀ ଦିଲ୍ଲୀରେ ଦୁଇ ନେତାଙ୍କ ମଧ୍ୟରେ ଏକ ବୈଠକ ହୋଇଥିଲା।

ସୂଚନାଯୋଗ୍ୟ ଯେ, ମମତା ବାନାର୍ଜୀ ଏବଂ ଅଖିଳେଶ ଯାଦବଙ୍କ ମଧ୍ୟରେ ରାଜନୈତିକ ସମ୍ପର୍କ ରହିଛି। ଉତ୍ତରପ୍ରଦେଶରେ ଟିଏମସିକୁ ସମାଜବାଦୀ ପାର୍ଟି ଭଦୋହି ଆସନ ଦେଇଥିଲେ। ଦୁଇ ନେତାଙ୍କ ପଛରେ ଥିବା ସମନ୍ୱୟ ଏତେ ଶକ୍ତିଶାଳୀ ଥିଲା ଯେ, ଯେତେବେଳେ ସିଏମ ନୀତୀଶ କୁମାରଙ୍କୁ ଇଣ୍ଡିଆ ମେଣ୍ଟରେ ସଂଯୋଜକ କରିବାକୁ ନିଷ୍ପତ୍ତି ନିଆଯିବାର ଥିଲା, ସେତେବେଳେ ବୈଠକକୁ ମମତା ଏବଂ ଅଖିଳେଶ ଯାଇ ନଥିଲେ।

ଅଭିଷେକ ଏବଂ ଅଖିଳେଶଙ୍କ ବୈଠକରେ ରାଜ୍ୟସଭା ସାଂସଦ ପ୍ରଫେସର ରାମ ଗୋପାଳ ଯାଦବ ଏବଂ ରାଜ୍ୟସଭା ସାଂସଦ ଡେରେକ ଓ’ବ୍ରାଇନ୍ ମଧ୍ୟ ଉପସ୍ଥିତ ଥିଲେ।

Elections 2024 Lok Sabha Chunav Result 2024 Lok Sabha Elections 2024 Lok Sabha Elections Result 2024 UP news
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.