Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର ରାସ୍ତାରେ ଏକ ଚଳନ୍ତା ଟ୍ରକରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର
ଆଜିର ଖବର

ଭୁବନେଶ୍ବର ରାସ୍ତାରେ ଏକ ଚଳନ୍ତା ଟ୍ରକରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର

June 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର ରାସ୍ତାରେ ଚଳନ୍ତା ଟ୍ରେକରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର

ଭୁବନେଶ୍ବର: ଆଜି ଭୁବନେଶ୍ବର ତମାଣ୍ଡୋ ଓଭର ବ୍ରିଜ ନିକଟରେ ଏକ ଟ୍ରକରେ ନିଆଁ ଲାଗିଯାଇଛି। ଏତେ ଜୋରରେ ଧୂଆଁ ବାହାରିଥିଲା ଯେ, ଆଖପାଖ ଲୋକେ ଭୟଭିତ ହୋଇଯାଇଥିଲେ। ତେବେ ଅଗ୍ନିଶମ ବାହିନୀ ତୁରୁନ୍ତ ପହଞ୍ଚି ନିଆଁକୁ ଆୟତ କରିଥିଲେ। ତେବେ ନିଆଁ ଲାଗିବା ଜାଣିବା ପରେ ଟ୍ରକରୁ ଡ୍ରାଇଭର ଓ ହେଲପର ଓହ୍ଲାଇ ପଡିଥିଲେ। ଫଳରେ ସେମାନଙ୍କର କୌଣସି କ୍ଷୟକ୍ଷତି ହୋଇ ନାହିଁ।

ଘଟଣାରୁ ଜଣାପଡିଛି ଯେ, ଏକ ଟ୍ରାନସପୋର୍ଟ କଂପାନୀର ଟ୍ରକ ଲଗେଜ ନେଇ ବିଜୱାଡାରୁ କୋଲକତା ଯାଉଥିଲା। ତମାଣ୍ଡୋ ଓଭର ବ୍ରିଜ ନିକଟରେ ଟ୍ରକର ପଛ ଚକା ଫାଟିଯାଇଥିଲା। ଫଳରେ ଚକାରୁ ନିଆଁ ବାହାରି ଟ୍ରକକୁ ଧରିବାକୁ ଯାଉଥିଲା। ହେଲେ ସେଠାରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିପାରିଛନ୍ତି।

ତମାଣ୍ଡୋ ତମାଣ୍ଡୋ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026
Latest News

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026

ଚିନ୍ତା ବଢ଼ାଇଲା ଆମେରିକା ଦ୍ଵାରା ପ୍ରକାଶିତ ଭାରତ ମାନଚିତ୍ର: ପାକିସ୍ତାନ ଏବଂ ଚୀନ୍ କୁ ବଡ଼ ଝଟକା

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.