Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର: ଆରମ୍ଭ ହେଲା ଯୁକ୍ତ ଦୁଇ ପାଇଁ ନାମଲେଖା ଆବେଦନ
ଆଜିର ଖବର

ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର: ଆରମ୍ଭ ହେଲା ଯୁକ୍ତ ଦୁଇ ପାଇଁ ନାମଲେଖା ଆବେଦନ

June 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜିଠାରୁ ଯୁକ୍ତ ଦୁଇ ପାଇଁ ନାମଲେଖା ଆବେଦନ ଆରମ୍ଭ ହୋଇଯାଇଛି। ସାମସ୍ ପୋର୍ଟାଲରେ ଆବେଦନ ପତ୍ର ଉପଲବ୍ଧ ହେଉଛି। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ଛାତ୍ରଛାତ୍ରୀ ନାମଲେଖା ଆବେଦନ କରିବେ। ଜୁଲାଇ ୬ ତାରିଖ ସୁଦ୍ଧା ଛାତ୍ରଛାତ୍ରୀ ନାମ ପଞ୍ଜିକରଣ କରିପାରିବେ।

ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୯୪ ହଜାର ୮୪୦ ସିଟ୍ ଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତ୍ତି ନିଆଯାଇଛି।

ନାମଲେଖା ଆବେଦନ ଯୁକ୍ତ ଦୁଇ
Share. Facebook Twitter LinkedIn Email WhatsApp Copy Link

Related Posts

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025
Latest News

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

ଭିବି- ଜୀ ରାମ ଜୀ ବିଲ୍, ୨୦୨୫କୁ ଅନୁମୋଦନ ପ୍ରଦାନ କଲେ ରାଷ୍ଟ୍ରପତି

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.