Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର: ଆରମ୍ଭ ହେଲା ଯୁକ୍ତ ଦୁଇ ପାଇଁ ନାମଲେଖା ଆବେଦନ
ଆଜିର ଖବର

ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର: ଆରମ୍ଭ ହେଲା ଯୁକ୍ତ ଦୁଇ ପାଇଁ ନାମଲେଖା ଆବେଦନ

June 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜିଠାରୁ ଯୁକ୍ତ ଦୁଇ ପାଇଁ ନାମଲେଖା ଆବେଦନ ଆରମ୍ଭ ହୋଇଯାଇଛି। ସାମସ୍ ପୋର୍ଟାଲରେ ଆବେଦନ ପତ୍ର ଉପଲବ୍ଧ ହେଉଛି। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ଛାତ୍ରଛାତ୍ରୀ ନାମଲେଖା ଆବେଦନ କରିବେ। ଜୁଲାଇ ୬ ତାରିଖ ସୁଦ୍ଧା ଛାତ୍ରଛାତ୍ରୀ ନାମ ପଞ୍ଜିକରଣ କରିପାରିବେ।

ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୯୪ ହଜାର ୮୪୦ ସିଟ୍ ଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତ୍ତି ନିଆଯାଇଛି।

ନାମଲେଖା ଆବେଦନ ଯୁକ୍ତ ଦୁଇ
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.