Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛଅ ମାସ ପାଇଁ ଛୁଟିରେ ଗଲେ ପାଣ୍ଡିଆନଙ୍କ ଆଇଏଏସ ପତ୍ନୀ ସୁଜାତା କାର୍ତ୍ତିକେୟନ
ଆଜିର ଖବର

ଛଅ ମାସ ପାଇଁ ଛୁଟିରେ ଗଲେ ପାଣ୍ଡିଆନଙ୍କ ଆଇଏଏସ ପତ୍ନୀ ସୁଜାତା କାର୍ତ୍ତିକେୟନ

June 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଛଅ ମାସ ପାଇଁ ଛୁଟିରେ ଗଲେ ପାଣ୍ଡିଆନଙ୍କ ଆଇଏଏସ ପତ୍ନୀ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ବର: ମାସେ କିମ୍ବା ଦୁଇ ମାସ ନୁହେଁ। ଏକାଥରେ ୬ ମାସ ପାଇଁ ଛୁଟିରେ ଗଲେ ବହୁ ଚର୍ଚ୍ଚିତ କାର୍ତ୍ତିକ ପାଣ୍ଡିଆନଙ୍କ ଆଇଏଏସ ଧର୍ମପତ୍ନୀ ସୁଜାତା କାର୍ତ୍ତିକେୟନ। ସେ ପୁରା
ନଭେମ୍ବର ୨୬ ତରିଖ ଯାଏଁ ଛୁଟିରେ ଗଲେ। ଛୁଟି ନେବା କାରଣରେ ସେ ଉଲ୍ଲେଖ କରିଛନ୍ତି ଯେ ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ସେ ଛୁଟିରେ ରହିଲେ। ତାଙ୍କ ଛୁଟିକୁ ମଧ୍ୟ ସରକାର ଗ୍ରହଣ କରି ଅନୁମତି ପ୍ରଦାନ କରିଛନ୍ତି।

ସୁଜାତାଙ୍କ କାର୍ଯ୍ୟକଳାପକୁ ସନ୍ଦେହ କରି ରାଜ୍ୟ ବିଜେପି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଫଳରେ ସୁଜାତାଙ୍କୁ ମିଶନଶକ୍ତି ନିର୍ଦ୍ଦେଶିକା ପଦରୁ ହଟାଇ ଅର୍ଥ ବିଭାଗକୁ ବଦଳି କରାଯାଇଥିଲା। ଏହାପରେ ବିଜେପି ସରକାର ଗଠନ କରିବାକୁ ଯାଉଥିବାରୁ ସେ ଏପରି ଲମ୍ବା ଛୁଟିରେ ରହିବାକୁ ଉଚିତ ମନେ କରିଛନ୍ତି।

 

ମିଶନ ଶକ୍ତି ସୁଜାତା କାର୍ତ୍ତିକେୟନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.