Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରବିବାର ସଂଧ୍ୟା ୭ ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି
ଆଜିର ଖବର

ରବିବାର ସଂଧ୍ୟା ୭ ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି

June 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରବିବାର ସଂଧ୍ୟା ୭ ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଭାବେ ନେବେ ଶପଥ ମୋଦି

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ଆସନ୍ତା ୯ ତାରିଖ ରବିବାର ସଂଧ୍ୟା ୭ ଟା ୧୫ ମିନିଟରେ ସେ ଶପଥ ନେବେ। ଆଜି ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ଏ ନେଇ ସୂଚନା ଦେଇଛନ୍ତି। ମୋଦୀ ଏନଡିଏର ନେତା ନିର୍ବାଚିତ ହେବା ପରେ ତାଙ୍କୁ ସରକାର ଗଠନ ପାଇଁ ରାଷ୍ଟ୍ରପତି ଡାକିଥିଲେ। ଫଳରେ ମୋଦି ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ଦିନ ଓ ସମୟ ସଂପର୍କରେ ଅବଗତ କରାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ବିଜେପିର ବରିଷ୍ଠ ନେତା ତଥା ଏନଡିଏ ନେତାମାନେ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଥିଲେ। ରବିବାର ଦିନ ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥପାଠ କରାଇବେ। ଏଥିରେ ସହିତ ଏକ ମନ୍ତ୍ରୀମଣ୍ଡଳର ମଧ୍ୟ ଶପଥ ଗ୍ରହଣ ହେବ। ଏହି ଉତ୍ସବରେ ଯୋଗଦେବା ପାଇଁ ବିଦେଶ ଅତିଥୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025

ଏମ୍ସ ଭୁବନେଶ୍ୱରରେ “ସୁସ୍ଥ ନାରୀ ସଶକ୍ତ ପରିବାର” ଅଭିଯାନ ଉଦଘାଟିତ

September 18, 2025

କେସିଙ୍ଗାରେ ‘ଜାତୀୟ ପୋଷଣ ମାସ-୨୦୨୫’ ଓ ‘ମାଙ୍କ ପାଇଁ ଗଛଟିଏ’ ସଚେତନତା କର୍ମଶାଳା

September 18, 2025
Latest News

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025

ଏମ୍ସ ଭୁବନେଶ୍ୱରରେ “ସୁସ୍ଥ ନାରୀ ସଶକ୍ତ ପରିବାର” ଅଭିଯାନ ଉଦଘାଟିତ

September 18, 2025

କେସିଙ୍ଗାରେ ‘ଜାତୀୟ ପୋଷଣ ମାସ-୨୦୨୫’ ଓ ‘ମାଙ୍କ ପାଇଁ ଗଛଟିଏ’ ସଚେତନତା କର୍ମଶାଳା

September 18, 2025

ରକ୍ତଦାତାମାନଙ୍କୁ ପ୍ରମାଣପତ୍ର ଏବଂ ଟି-ସାର୍ଟ ବଣ୍ଟନ କଲେ ରାଜ୍ୟପାଳ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.