Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ
ଆଜିର ଖବର

ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ

June 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।

ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ରାନିଲ ବିକ୍ରମସିଂହେ; ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜ୍ଜୁ; ସେସେଲ୍ସର ଉପ ରାଷ୍ଟ୍ରପତି ମହାମହିମ ଅହମ୍ମଦ ଅଫିଫ୍; ବାଂଲାଦେଶର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ହସିନା; ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ପ୍ରବିନ୍ଦ କୁମାର ଜଗନ୍ନାଥ; ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’; ଏବଂ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ସେରିଙ୍ଗ ତୋବଗେ ଯୋଗ ଦେବା ପାଇଁ ଭାରତର ନିମନ୍ତ୍ରଣକୁ ସ୍ୱୀକାର କରିଛନ୍ତି।

ଉପରୋକ୍ତ ନେତାମାନେ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ସହ ସେହି ଦିନ ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ରାଷ୍ଟ୍ରପତି ଭବନରେ ଆୟୋଜିତ ଭୋଜିରେ ଯୋଗ ଦେବେ।

କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ନେତାମାନଙ୍କ ଗସ୍ତ ଭାରତର ‘ପଡ଼ୋଶୀ ପ୍ରଥମ’ ନୀତି ଏବଂ ‘ସାଗର’ ଦୃଷ୍ଟିକୋଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି।

ନରେନ୍ଦ୍ର ମୋଦୀ ଶପଥ ଗ୍ରହଣ ସମାରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ଇଥିଓପିଆରେ ଡାଟା ସେଣ୍ଟର ପ୍ରକଳ୍ପ ପାଇଁ ରେଲଟେଲକୁ ବୈଦେଶିକ ମନ୍ତ୍ରଣାଳୟର କାର୍ଯ୍ୟାଦେଶ

January 10, 2026

ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍” ହେବ ଆହୁରି ଆକର୍ଷଣୀୟ

January 10, 2026

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଥିଲା ପ୍ରଗତି ମଞ୍ଚ

January 10, 2026

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ

January 10, 2026
Latest News

ଇଥିଓପିଆରେ ଡାଟା ସେଣ୍ଟର ପ୍ରକଳ୍ପ ପାଇଁ ରେଲଟେଲକୁ ବୈଦେଶିକ ମନ୍ତ୍ରଣାଳୟର କାର୍ଯ୍ୟାଦେଶ

January 10, 2026

ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍” ହେବ ଆହୁରି ଆକର୍ଷଣୀୟ

January 10, 2026

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଥିଲା ପ୍ରଗତି ମଞ୍ଚ

January 10, 2026

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ

January 10, 2026

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.