Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୬ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ : ନାମାଙ୍କନ ଦାଖଲର ଶେଷଦିନ ଆଜି
ଆଜିର ଖବର

୬ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ : ନାମାଙ୍କନ ଦାଖଲର ଶେଷଦିନ ଆଜି

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାର, ଓଡ଼ିଶା, ଗୁଜୁରାଟରେ ଖାଲି ଥିବା ରାଜ୍ୟସଭାର ୬ଟି ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ନାମାଙ୍କନର ଶେଷ ତାରିଖ । ବିହାରର ଗୋଟିଏ, ଗୁଜୁରାଟର ୨ଟି ଆସନ ଓ ଓଡ଼ିଶାର ୩ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ବିହାରର ରବିଶଙ୍କର ପ୍ରସାଦ, ଗୁଜୁରାଟରୁ ଅମିତ୍‌ ଶାହା, ସ୍ମୃତି ଇରାନୀ ଓ ଓଡ଼ିଶାରୁ ବିଜେଡ଼ିର ଅଚ୍ୟୁତାନନ୍ଦ ସାମନ୍ତ ଲୋକସଭା ସଦସ୍ୟ ହେବା ପରେ ତାଙ୍କ ସ୍ଥାନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେଉଛି ସେହିପରି ଓଡ଼ିଶାର ଆଉ ଦୁଇ ରାଜ୍ୟସଭା ଆସନରେ ପ୍ରତାପ କେଶରୀ ଦେବ ଓ ସୌମ୍ୟରଞ୍ଜନ ପଟ୍ଟନାୟକ ବିଧାନସଭା ସଦସ୍ୟ ହୋଇଥିବାବେଳେ ତାଙ୍କ ପାଇଁ ଦୁଇଟଇ ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ବିଜେଡ଼ି ତିନୋଟି ଆସନରେ ଦୁଇଜଣ ବିଜେଡ଼ି ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ରଙ୍କୁ ଟିକେଟ ଦେଇଥିବାବେଳେ ବିଜେପିର ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ କରିବ ବୋଲି ଜଣାପଡିଛି । ସେହିପରି ଗୁଜୁରାଟର ଦୁଇ ଆସନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ଜୁଗଲଜୀ ମାଥୁରଜୀ ଠେକାର୍‌ଙ୍କୁ ପ୍ରାର୍ଥୀ କରାଯାଇଛି । ଆସନ୍ତା ଜୁଲାଇ ୫ ତାରିଖରେ ରାଜ୍ୟସଭାର ଖାଲିଥିବା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ସୁନାର ମୂଲ୍ୟ କମିଲା ନା ବଢିଲା?: ଜାଣନ୍ତୁ ଆଜିର ଦର

December 22, 2025

ଉଡ଼ାଣର କିଛି ମିନିଟ୍ ରେ ବିମାନର ଜରୁରୀକାଳୀନ ଅବତରଣ: ଅଳ୍ପକେ ବର୍ତ୍ତିଲେ ଶତାଧିକ ଯାତ୍ରୀ

December 22, 2025
Latest News

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ସୁକମାରେ ନକ୍ସଲ ଅସ୍ତ୍ରଶସ୍ତ୍ର କାରଖାନା ଧ୍ୱଂସ

December 22, 2025

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

December 22, 2025

୨୦୨୩ ବିଶ୍ୱକପ୍ ପରେ ସଂପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ରୋହିତ ଶର୍ମା: ବହୁତ ବଡ଼ ନିଷ୍ପତ୍ତି ନେବାକୁ କରୁଥିଲେ ବିଚାର

December 22, 2025

ଓଡିଶାର ଚିଟଫଣ୍ଡ ଜମାକାରୀଙ୍କୁ ମିଳିବ ଟଙ୍କା, ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେମିତି କରିବେ ଆବେଦନ

December 22, 2025

ଟ୍ରମ୍ପଙ୍କୁ ଝଟକା!: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେଲା ମୁକ୍ତ ବାଣିଜ୍ୟ ଚୁକ୍ତିନାମା

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.