Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେପାଳରେ ୨୮ଟି ସ୍ଥାନରୁ ମିଳିଲା ସନ୍ଦିଗ୍ଧ ପ୍ୟାକେଟ୍‌
ଆଜିର ଖବର

ନେପାଳରେ ୨୮ଟି ସ୍ଥାନରୁ ମିଳିଲା ସନ୍ଦିଗ୍ଧ ପ୍ୟାକେଟ୍‌

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନେପାଳ ପୋଲିସକୁ ୨୮ଟି ସ୍ଥାନରୁ ସନ୍ଦିଗ୍ଧ ପ୍ୟାକେଟ ମିଳିଥିବା ନେଇ ସୂଚନା ଦେଇଛନ୍ତି ନେପାଳ ପୋଲିସ୍‌ ପ୍ରବକ୍ତା ବିଶ୍ୱରାଜ ପୋଖରେଲ।  କାଠମାଣ୍ଡୁର କୀର୍ତ୍ତିପୁର ଓ ଜବାଲାଖେଲଠାରୁ ମଧ୍ୟ ସନ୍ଦିଗ୍ଧ ପ୍ୟାକେଟ୍‌ ମିଳିଛି । ତେବେ ଏଥିରେ କୌଣସିରେ ବିସ୍ଫୋରକ ବା ବୋମା ନ ଥିବା ସ୍ପଷ୍ଟ ହୋଇଛି। ତେବେ ଏହା ଡରାଇବା ପାଇଁ କେହି ଏଭଳି କରିଥିବା କୁହାଯାଉଛି। ହେଲେ କିଏ କାହିଁକି ଏଭଳି ଡରାଇବା ଭଳି ପରିସ୍ଥିତି ଉପୁଜାଇଛି ତାକୁ ନେଇ ପୋଲିସ ଯାଞ୍ଚ ଆରମ୍ଭ କରିଛି।  ଗତ ଏପ୍ରିଲ୍‌ ୨୧ ତାରିଖ ଇଷ୍ଟର ଅବସରରେ ଶ୍ରୀଲଙ୍କାରେ ହୋଇଥିବା ଆତ୍ମଘାତୀ ଆକ୍ରମଣ ପରେ ସାରା ଦକ୍ଷିଣ ଏସିଆରେ ଏକ ନୂଆ ପ୍ରକାରର ଆତଙ୍କବାଦର ବିପଦ ଘନେଇଛି ବୋଲି କହିଛନ୍ତି ନେପାଳର ଉପ  ପ୍ରଧାନମନ୍ତ୍ରୀ ଈଶ୍ବର ପୋଖରିୟାଲ୍‌। ଆତଙ୍କବାଦ ବିରୋଧ ପାଇଁ ହେଲେ ଘରୋଇ, କ୍ଷତ୍ରୀୟ ତଥା ଅନ୍ତରାଷ୍ଟ୍ରୀୟ ସ୍ତରରେ ପ୍ରୟାସ କରିବା ଆବଶ୍ୟକ ବୋଲି କହିଛନ୍ତି ପୋଖରିୟାଲ୍‌

Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026
Latest News

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.