Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ନାମ ଏକ ବନ୍ଦ ଲଫାପାରେ ଧରି ଓଡିଶା ଆସିବେ ରାଜନାଥ ସିଂ ଓ ଭୂପେନ୍ଦର ଯାଦବ
ଆଜିର ଖବର

ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ନାମ ଏକ ବନ୍ଦ ଲଫାପାରେ ଧରି ଓଡିଶା ଆସିବେ ରାଜନାଥ ସିଂ ଓ ଭୂପେନ୍ଦର ଯାଦବ

June 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ନାମ ଏକ ବନ୍ଦ ଲଫାପାରେ ଧରି ଓଡିଶା ଆସିବେ ରାଜନାଥ ସିଂ ଓ ଭୂପେନ୍ଦର ଯାଦବ

ଭୁବନେଶ୍ବର: ଓଡିଶାର ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ଆସନ୍ତାକାଲି ସ୍ପଷ୍ଟ ହେବ। ମଙ୍ଗଳବାର ଦିନ ଦିଲ୍ଲୀରୁ ଏକ ବନ୍ଦ ଲଫାପାରେ ମୁଖ୍ୟମନ୍ତ୍ରୀଙ୍କ ନାମ ଧରି ଓଡିଶା ଆସିବେ ଦୁଇ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦର ଯାଦବ। ସେମାନେ ବିଜେପି ବିଧାୟକ ଦଳରେ ଯୋଗ ଦେବେ।

ଏହି ଲଫାପାରେ କେନ୍ଦ୍ରୀୟ ନେତୃବୃନ୍ଦ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ନାମ ନିଷ୍ପତି କରି ଏହି ଦୁଇ ନେତା ହାତରେ ପଠାଇଛନ୍ତି। ସେମାନେ ବିଧାୟକ ଦଳ ବୈଠକରେ ତାହା ଘୋଷଣା କରିବେ। ଏହାପରେ ସମସ୍ତେ ଏହି ନାମକୁ ସମର୍ଥନ କରିବେ। ଏହା ନିଷ୍ପତି ସରିବା ପରେ ବୁଧବାର ଅପରାହ୍ନରେ ଭୁବନେଶ୍ବର ଜନତା ମଇଦାନରେ ଶପଥ ପାଠ ହେବ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Rajnath Singh ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ନୂଆ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026
Latest News

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.