Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟଗୁଡ଼ିକୁ ଟିକସ ହସ୍ତାନ୍ତର କିସ୍ତି ବାବଦରେ ୧,୩୯,୭୫୦ କୋଟି ଦେଲେ କେନ୍ଦ୍ର ସରକାର
ଆଜିର ଖବର

ରାଜ୍ୟଗୁଡ଼ିକୁ ଟିକସ ହସ୍ତାନ୍ତର କିସ୍ତି ବାବଦରେ ୧,୩୯,୭୫୦ କୋଟି ଦେଲେ କେନ୍ଦ୍ର ସରକାର

June 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଟିକସ ହସ୍ତାନ୍ତର କିସ୍ତି ବାବଦକୁ ଚଳିତ ମାସ ମୋଟ୍‌ ୧,୩୯,୭୫୦ କୋଟି ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ୨୦୨୪ ଜୁନ୍ ମାସର ନିୟମିତ ବିତରଣ ରାଶି ପ୍ରଦାନ ବ୍ୟତୀତ ଗୋଟିଏ ଅତିରିକ୍ତ କିସ୍ତି ପ୍ରଦାନ କରାଯିବ। ଏହା ଦ୍ୱାରା ରାଜ୍ୟ ସରକାରମାନେ ବିକାଶ ଏବଂ ପୁଞ୍ଜି ବ୍ୟୟକୁ ତ୍ୱରାନ୍ୱିତ କରିପାରିବେ।

ଟିକସ ହସ୍ତାନ୍ତର ବାବଦରେ ଓଡ଼ିଶାକୁ ୬୩୨୭ କୋଟି ୯୨ ଲକ୍ଷ ଟଙ୍କା ମିଳିବ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।

୨୦୨୪-୨୫ ଅନ୍ତରୀଣ ବଜେଟରେ ରାଜ୍ୟଗୁଡ଼ିକୁ ଟିକସ ହସ୍ତାନ୍ତର ବାବଦରେ ୧୨,୧୯,୭୮୩ କୋଟି ଟଙ୍କା ପ୍ରଦାନ କରିବା ଲାଗି ବ୍ୟବସ୍ଥା ରହିଛି।

ଏହି କିସ୍ତି ଜାରି ହେବା ସହିତ ୧୦ ଜୁନ୍ ୨୦୨୪ ସୁଦ୍ଧା ରାଜ୍ୟଗୁଡ଼ିକୁ (୨୦୨୪-୨୫ ଆର୍ଥିକ ବର୍ଷ ପାଇଁ) ମୋଟ ୨,୭୯,୫୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି।

ରାଜ୍ୟଭିତ୍ତିକ ଅର୍ଥରାଶି ପରିମାଣ ନିମ୍ନରେ ଦର୍ଶାଯାଇଛି:

Sl.No. State Tax Devolved on 10th June, 2024
1 Andhra Pradesh 5655.72
2 Arunachal Pradesh 2455.44
3 Assam 4371.38
4 Bihar 14056.12
5 Chhattisgarh 4761.30
6 Goa 539.42
7 Gujarat 4860.56
8 Haryana 1527.48
9 Himachal 1159.92
10 Jharkhand 4621.58
11 Karnataka 5096.72
12 Kerala 2690.20
13 Madhya Pradesh 10970.44
14 Maharashtra 8828.08
15 Manipur 1000.60
16 Meghalaya 1071.90
17 Mizoram 698.78
18 Nagaland 795.20
19 Odisha 6327.92
20 Punjab 2525.32
21 Rajasthan 8421.38
22 Sikkim 542.22
23 Tamil Nadu 5700.44
24 Telangana 2937.58
25 Tripura 989.44
26 Uttar Pradesh 25069.88
27 Uttarakhand 1562.44
28 West Bengal 10513.46
TOTAL 139750.92

 

କେନ୍ଦ୍ର ସରକାର ଟିକସ ହସ୍ତାନ୍ତର
Share. Facebook Twitter LinkedIn Email WhatsApp Copy Link

Related Posts

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025
Latest News

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025

ଅନନ୍ତନାଗରେ ମିଳିଲା ପ୍ରାଚୀନ ଶିବଲିଙ୍ଗ ଏବଂ ମୂର୍ତ୍ତି!: କାଶ୍ମୀରୀ ପଣ୍ଡିତଙ୍କ ସହ ରହିଛି ସମ୍ପର୍କ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.