Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇମରଜେନ୍ସିକୁ ନେଇ ଟିଏମ୍‌ସି ଓ ବିଜେପିର ବାକ୍‌ଯୁଦ୍ଧ
ଆଜିର ଖବର

ଇମରଜେନ୍ସିକୁ ନେଇ ଟିଏମ୍‌ସି ଓ ବିଜେପିର ବାକ୍‌ଯୁଦ୍ଧ

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲୋକତନ୍ତ୍ରର ଏକ କଳାଅଧ୍ୟାୟ ହେଉଛି ଇମରଜେନ୍ସି। ୧୯୭୫ ମସିହା ଜୁନ୍‌ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧି ଜରୁରୀକାଳୀନ ପରିସ୍ଥିତି (ଇମରଜେନ୍ସି) ଘୋଷଣା କରିଥିଲେ। ଇମରଜେନ୍ସିକୁ ୪୪ ବର୍ଷ ପୂରିଥିବାବେଳେ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇନ୍ଦିରା ଗାନ୍ଧୀଙ୍କ ଜରୁରୀକାଳୀନ ପରିସ୍ଥିତିକୁ ନେଇ ଏକ ଭିଡ଼ିଓ ଜାରି କରିଥିବା ବେଳେ ଗୃହମନ୍ତ୍ରୀ ଅମିତ ଶାହା ଟ୍ୱିଇଟ ଜରିଆରେ ରାଜନୈତିକ ହିତ ପାଇଁ ଦେଶର ଲୋକତନ୍ତ୍ରକୁ ହତ୍ୟା କରାଯାଇଥିଲା ବୋଲି କହିଛନ୍ତି। ତେବେ ଇମରଜେନ୍ସିକୁ ନେଇ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ , ୧୯୭୫ରେ ଘୋଷଣା ହୋଇଥିବା ଜରୁରୀକାଳୀନ ପରିସ୍ଥିତର ଆଜି ୪୪ତମ ବର୍ଷ। ମୋଦୀଙ୍କୁ ଆକ୍ଷେପ କରି ମମତା କହିଛନ୍ତି , ଗତ ପାଞ୍ଚ ବର୍ଷରେ  ଦେଶରେ “ସୁପର ଏମରଜେନ୍ସି” ଚାଲିଛି। ଦେଶକୁ ଲୋକତାନ୍ତ୍ରିକ ସୁରକ୍ଷା ପାଇଁ ଲଢିବାକୁ ପଡ଼ିବ।  ତେବେ ଏହାକୁ ନେଇ ଉତ୍ତର ରଖିଛି ବିଜେପି। ବିଜେପିର ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଇମରିଜେନ୍ସି ପରି ଅବସ୍ଥା ରହିଛି। ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଓ ନିର୍ବାଚନ ପରେ ବେଶ୍‌ ଉତ୍ତେଜନାମୟ ବାତାବରଣ  ଲାଗିରହିଛି। ଏଠାରେ ପ୍ରତ୍ୟେହ ହିଂସାକାଣ୍ଡ ଘଟୁଥିବାବେଳେ ଉଭୟ ବିଜେପି ଓ ଟିଏମ୍‌ସି କର୍ମୀମାନେ ଏଥିରେ ସାମିଲ୍‌ ରହୁଛନ୍ତି। ନିକଟରେ ଜୟଶ୍ରୀରାମ ନାରାକୁ ନେଇ ପଶ୍ଚିମବଙ୍ଗରେ ତୁମୁଳକାଣ୍ଡ ଘଟିଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026
Latest News

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.