Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ସରକାରର ଶପଥ ଗ୍ରହଣ: ମହାପ୍ରଭୁ ଶ୍ରୀଜଗନ୍ନାଥ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ
ଆଜିର ଖବର

ନୂଆ ସରକାରର ଶପଥ ଗ୍ରହଣ: ମହାପ୍ରଭୁ ଶ୍ରୀଜଗନ୍ନାଥ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ

June 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ନୂଆ ସରକାର ଗଠନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଭୁବନେଶ୍ଵର ଜନତା ମୈଦାନରେ ଅପରାହ୍ନ ୪ ଟା ୪୫ ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ସମୟ ନିର୍ଦ୍ଧାରଣ କରାଯାଇଛି। ଏନେଇ ପ୍ରଶାସନ ଠାରୁ ବିଜେପି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ତେବେ ଏଥିପାଇଁ ବିଜେପି ପକ୍ଷରୁ ନିମନ୍ତ୍ରଣ ପତ୍ର ବଣ୍ଟନ ପ୍ରକ୍ରିୟା ଆରମ୍ଭ କରାଯାଇଛି। ସର୍ବପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି। ସେଥିପାଇଁ ଗୁଆ, ନଡିଆ, ନିମନ୍ତ୍ରଣ ପତ୍ର ନେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟକୁ ବିଜେପି ଯାଇଛି। ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ପାଇଁ ବିଜେପି ପକ୍ଷରୁ ପ୍ରଭାତୀ ପରିଡା, ପୃଥ୍ବୀରାଜ ହରିଚନ୍ଦନ, ଆଶ୍ରୀତ ପଟ୍ଟନାୟକ ଯାଇଥିବା ଜଣାପଡିଛି।

ସେହିଭଳି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ବିଜେପି ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ପାଇଁ ବିଜେପି ଟିମରେ ମନମୋହନ ସାମଲ, ସୁରେଶ ପୂଜାରୀ, ସମୀର ମହାନ୍ତି, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ ସାମିଲ ଅଛନ୍ତି। ସେମାନେ ସମସ୍ତେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ଅନୁରୋଧ କରିଥିବା ଜଣାପଡିଛି।

ନବୀନ ପଟ୍ଟନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ଶପଥ ଗ୍ରହଣ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.