Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ, ଦୁଇ ଜଣ ଉପମୁଖ୍ୟମନ୍ତୀ
ଆଜିର ଖବର

Breaking News: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ, ଦୁଇ ଜଣ ଉପମୁଖ୍ୟମନ୍ତୀ

June 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ, ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି

ଭୁବନେଶ୍ବର: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତି ନିଆଯାଇଛି। ସେହି ଅନୁସାରେ ମୋହନ ମାଝୀ ହେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ। ଏ ନେଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନୀଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ଏହି ନିଷ୍ପତି ଗ୍ରହଣ କରାଯାଇଛି। ସେ ହେଉଛନ୍ତି କେନ୍ଦୁଝର ସଦର ବିଧାୟକ।

ସେହିପରି ଦୁଇଜଣ ଉପମୁଖ୍ୟମନ୍ତ୍ରୀ ହେବେ ସେମାନେ ହେଲ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ହେବେ ଉପମୁଖ୍ୟମନ୍ତ୍ରୀ। ଆଜି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥସିଂ ଘୋଷଣା କରିଛନ୍ତି।

ଆସନ୍ତାକାଲି ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝି। ଭୁବନେଶ୍ବରର ଜନତା ମଇଦାନରେ ଏହି ଶପଥ ପାଠ ଉତ୍ସବ ଆୟୋଜିତ ହେବ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଏଥିସହିତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦୀର୍ଘଦିନ ଧରି ଚାଲିରହିଛିବା ସସପେନସର ଆଜି ଶେଷ ହୋଇଛି।

ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.