Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ ନୂଆ ସରକାର ଗଠନ କରିବା ପାଇଁ ରାଜଭବନ ଯିବେ ୮୧ ଜଣ ବିଧାୟକ
ଆଜିର ଖବର

ଓଡିଶାରେ ନୂଆ ସରକାର ଗଠନ କରିବା ପାଇଁ ରାଜଭବନ ଯିବେ ୮୧ ଜଣ ବିଧାୟକ

June 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ନୂଆ ସରକାର ଗଠନ କରିବା ପାଇଁ ରାଜଭବନ ଯିବେ ୮୧ ଜଣ ବିଧାୟକ

ଭୁବନେଶ୍ବର: ଆଜି ସଂଧ୍ୟାରେ ବିଜେପିର ୭୮ ବିଧାୟକ ଏବଂ ୩ ସ୍ବାଧୀନ ବିଧାୟକ ମିଳିତ ଭାବେ ୮୧ ବିଧାୟକ ରାଜଭଭନ ଯିବେ। ସେଠାରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବୀ ପତ୍ର ଦିଆଯିବ। ଆଜି ରାଜ୍ୟ କାର‌୍ୟ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

ମୋହନ ମାଝୀଙ୍କ ନାମ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ପରେ ଶ୍ରୀ ମନମୋହନ କହିଛନ୍ତି ଯେ, ଆମପାଖରେ ବର୍ତ୍ତମାନ ୮୧ ବିଧାୟକ ରହିଛନ୍ତି। ସେଥିରେ ବିଜେପି ୭୮ ଜଣ ଥିବା ବେଳେ ୩ ସ୍ବାଧୀନ ବିଧାୟକଙ୍କର ମଧ୍ୟ ସମର୍ଥନ କରିଛନ୍ତି। ତେଣୁ ସମସ୍ତେ ରାଜ୍ୟପାଳଙ୍କ ନିକଟରେ ସରକାର ଗଢିବା ପାଇଁ ଦାବୀ କରିବୁ ବୋଲି ମନମୋହନ କହିଛନ୍ତି। ସେହିପରି ଆସନ୍ତାକାଲି ଶପଥପାଠ ଉତ୍ସବ ହେବ ଏବଂ ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ ବୋଲି ମନମୋହନ କହିଛନ୍ତି।

Odisha Government ଓଡିଶାରେ ନୂଆ ସରକାର ନୂଆ ସରକାର ବିଜେପି ସରକାର ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.