Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ଝାରସୁଗୁଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଶୁଭକାମନା ଜ୍ଞାପନ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ୍‌ କରିଛନ୍ତି :

‘‘ଓଡ଼ିଶାରେ ଏକ ଐତିହାସିକ ଦିନ! ଓଡ଼ିଶାର ଭାଇ ଓ ଭଉଣୀଙ୍କ ଆଶୀର୍ବାଦରୁ ବିଜେପି ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଠନ କରୁଛି।

ମୁଁ ଭୁବନେଶ୍ୱରରେ ଶପଥ ଗ୍ରହଣ ସମାରୋହରେ ଅଂଶଗ୍ରହଣ କଲି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଅଭିନନ୍ଦନ। ମନ୍ତ୍ରୀ ଭାବରେ ଶପଥ ନେଇଥିବା ଅନ୍ୟମାନଙ୍କୁ ମଧ୍ୟ ଶୁଭେଚ୍ଛା।

ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ଏହି ଦଳ ରାଜ୍ୟରେ ବିକାଶର ନୂଆ ରେକର୍ଡ କରିବ ଏବଂ ଅଗଣିତ ଜନସାଧାରଣଙ୍କ ଜୀବନରେ ସୁଧାର ଆଣିବ ବୋଲି ମୋର ବିଶ୍ୱାସ ରହିଛି ।”

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ନିମ୍ନ ପୋଷ୍ଟ କରାଯାଇଛି;

‘‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ହୋଇଥିବା ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ଶପଥ ନେଇଥିବା ଅନ୍ୟ ମନ୍ତ୍ରୀମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

Mohan Majhi narendra modi odisha govt
Share. Facebook Twitter LinkedIn Email WhatsApp Copy Link

Related Posts

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026
Latest News

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.