Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାୟକ ବ୍ୟୋମକେଶ ରାୟଙ୍କ ବିରୋଧରେ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା ବିଜେପି
ଆଜିର ଖବର

ବିଧାୟକ ବ୍ୟୋମକେଶ ରାୟଙ୍କ ବିରୋଧରେ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା ବିଜେପି

June 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ବିରୋଧରେ ମାନବାଧିକାର କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେପି। ବରିଷ୍ଠ ବିଜେପି ନେତା ମନମୋହନ ସାମଲଙ୍କ ନେତୃତ୍ୱରେ ଏକ ଦଳ କମିଶନଙ୍କୁ ଭେଟି ଭଦ୍ରକ ମଦମୃତ୍ୟୁ ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି। ଏହି ମଦମୃତ୍ୟୁ ଘଟଣାରେ ବିଧାୟକ ବ୍ୟୋମକେଶ ରାୟଙ୍କ ସମ୍ପୃକ୍ତି ଥିବା ଶ୍ରୀ ସାମଲ୍‌ କମିଶନଙ୍କୁ ନିକଟରେ ଅଭିଯୋଗ କରିଛନ୍ତି। ତେଣୁ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛୁ। ସେହିପରି ବିଷାକ୍ତ ମଦ ପିଇ ମୃତ୍ୟୁବରଣ କରିଥିବା ପରିବାରକୁ କ୍ଷତିପୂରଣ ପାଇଁ ଦାବି ରହିଥିଲା । ମାତ୍ର ରାଜ୍ୟ ସରକାର କିଛି ପରିବାରକୁ କ୍ଷତିପୂରଣ ବାବଦକୁ ୫୦,୦୦୦ଟଙ୍କା ଦେଇଥିବାବେଳେ ଅନ୍ୟମାନେ ଏପର୍ଯ୍ୟନ୍ତ ଏହି କ୍ଷତିପୂରଣ ପାଇନାହାନ୍ତି ।  ଏହି ବିଷୟରେ ମଧ୍ୟ କମିଶନଙ୍କୁ ବିଜେପି ଅବଗତ କରାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଦେଖନ୍ତୁ ଉଭୟ ଦଳର ସମ୍ଭାବ୍ୟ ଏକାଦଶ

January 21, 2026

ଆଜି ମହାପ୍ରଭୃଙ୍କର ପଦ୍ମବେଶ: କାହିଁକି ହୁଏ ଏହି ବେଶ, କଣ ରହିଛି ଏହା ପଛର କିମ୍ବଦନ୍ତୀ?

January 21, 2026

ଶୁଳ୍କ ଧମକ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିବ ଡବଲ ଝଟକା!: ବାଣିଜ୍ୟ ଚୁକ୍ତି ଭାଙ୍ଗିବେ ଭାରତ ସହିତ ୨୭ଟି ଦେଶ

January 21, 2026

ଆଜିଠାରୁ ସ୍ମାର୍ଟ ବଜାରର ‘ଫୁଲ ପଇସା ଅସୁଲ ସେଲ୍‌’ ଆରମ୍ଭ

January 21, 2026
Latest News

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଦେଖନ୍ତୁ ଉଭୟ ଦଳର ସମ୍ଭାବ୍ୟ ଏକାଦଶ

January 21, 2026

ଆଜି ମହାପ୍ରଭୃଙ୍କର ପଦ୍ମବେଶ: କାହିଁକି ହୁଏ ଏହି ବେଶ, କଣ ରହିଛି ଏହା ପଛର କିମ୍ବଦନ୍ତୀ?

January 21, 2026

ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

January 21, 2026

ଶୁଳ୍କ ଧମକ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିବ ଡବଲ ଝଟକା!: ବାଣିଜ୍ୟ ଚୁକ୍ତି ଭାଙ୍ଗିବେ ଭାରତ ସହିତ ୨୭ଟି ଦେଶ

January 21, 2026

ଆଜିଠାରୁ ସ୍ମାର୍ଟ ବଜାରର ‘ଫୁଲ ପଇସା ଅସୁଲ ସେଲ୍‌’ ଆରମ୍ଭ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.