Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୃକ୍ଷାସନ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ବୃକ୍ଷାସନ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ

June 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଯୋଗ ଦିବସକୁ ଦୃଷ୍ଟିରେ ରଖି ବୃକ୍ଷାସନର ଉପଯୋଗିତାକୁ ବର୍ଣ୍ଣନା କରି ଏକ ବିସ୍ତୃତ ଯୋଗ ଭିଡିଓ ଶେୟାର କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ;

“ବୃକ୍ଷାସନ କିମ୍ବା ଗଛ ମୁଦ୍ରା ଶାରୀରିକ ସନ୍ତୁଳନ ଏବଂ ସ୍ଥିତିରେ ଉନ୍ନତି ଆଣିବା ସହ ଏହାର ବିଭିନ୍ନ ଉପାଦେୟତା ମଧ୍ୟ ରହିଛି।”

“ବୃକ୍ଷାସନ କିମ୍ବା ଗଛ ମୁଦ୍ରାରେ କରାଯାଉଥିବା ଆସନର ବହୁ ଲାଭ ରହିଛି। ଏହା ଶରୀରର ସନ୍ତୁଳନକୁ ଅଧିକ ଭଲ କରିବା ସହ ମଜଭୁତ କରିଥାଏ।”

https://x.com/narendramodi/status/1800731657181311109

narendra modi yoga
Share. Facebook Twitter LinkedIn Email WhatsApp Copy Link

Related Posts

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026
Latest News

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.