Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

June 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
CMinSuanda
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ।

ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

MohanMajhi ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧାବସ୍ଥାରେ ଆପଣଙ୍କୁ ମିଳିବ ନିଶ୍ଚିତ ମାସିକ ପେନସନ: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

July 11, 2026

କର୍କଟ ରୋଗର ବିପଦ ବୃଦ୍ଧି କରେ ଲଗାତାର ବସି ରହିବା: ଜାଣନ୍ତୁ କାହିଁକି?

July 11, 2026

ବେପରୁଆ ଗାଡ଼ି ଚାଳକ ସାବଧାନ!: ମୌସୁମୀ ଅଧିବେଶନରେ ଆସୁଛି ନୂତନ ଟ୍ରାଫିକ୍ ଆଇନ

July 11, 2026

ପୂର୍ବତନ ସେନା କର୍ମଚାରୀଙ୍କ ପେନ୍‍ସନ୍‍ ଅଭିଯୋଗର ତୁରନ୍ତ ସମାଧାନ ପାଇଁ ଗୁରୁ୍ତ୍ୱ

July 11, 2026
Latest News

ବୃଦ୍ଧାବସ୍ଥାରେ ଆପଣଙ୍କୁ ମିଳିବ ନିଶ୍ଚିତ ମାସିକ ପେନସନ: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

July 11, 2026

କର୍କଟ ରୋଗର ବିପଦ ବୃଦ୍ଧି କରେ ଲଗାତାର ବସି ରହିବା: ଜାଣନ୍ତୁ କାହିଁକି?

July 11, 2026

ବେପରୁଆ ଗାଡ଼ି ଚାଳକ ସାବଧାନ!: ମୌସୁମୀ ଅଧିବେଶନରେ ଆସୁଛି ନୂତନ ଟ୍ରାଫିକ୍ ଆଇନ

July 11, 2026

ପୂର୍ବତନ ସେନା କର୍ମଚାରୀଙ୍କ ପେନ୍‍ସନ୍‍ ଅଭିଯୋଗର ତୁରନ୍ତ ସମାଧାନ ପାଇଁ ଗୁରୁ୍ତ୍ୱ

July 11, 2026

OBCC Tender: ଖୋର୍ଦ୍ଧା ଜିଲ୍ଲାର ପାଞ୍ଚଟି ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ବାହାରିଲା ଟେଣ୍ଡର

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.