Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ୍ ଓ ଯୁବ ପୁରସ୍କାର, ଓଡିଆରୁ ଦୁଇଜଣ
ଆଜିର ଖବର

ଘୋଷଣା ହେଲା କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ୍ ଓ ଯୁବ ପୁରସ୍କାର, ଓଡିଆରୁ ଦୁଇଜଣ

June 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ୍ ଓ ଯୁବ ପୁରସ୍କାର, ଓଡିଆରୁ ଦୁଇଜଣ

ନୂଆଦିଲ୍ଲୀ: ଆଜି କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଆଜି ଗୁଜରାଟର ନର୍ମଦା ଜିଲ୍ଲାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ବୈଠକରେ ଏହି ଘୋଷଣା କରାଯାଇଛି। ଏଥିରେ ୨୦୨୪ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୪ଟି ଭାଷାରେ ୨୪ ଜଣ ଲେଖକଙ୍କୁ ବାଲ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ସେହିପରି ୨୩ଟି ଭାଷାରେ ୨୩ ଜଣ ଲେଖକଙ୍କୁ ଯୁବ ପୁରସ୍କାର ଘୋଷଣା କରାଯାଇଛି।

ଓଡ଼ିଆ ଭାଷା ପାଇଁ ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲଙ୍କୁ ଚଳିତ ୨୦୨୪ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ ସାହିତ୍ୟ ପୁରସ୍କାର ପାଇଁ ମନୋନିତ କରାଯାଇଛି। ତାଙ୍କ ପୁସ୍ତକ ‘ଗପ କଳିକା’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ତାଙ୍କୁ ଏକ ତାମ୍ରଫଳକ ସହିତ ୫୦ ହଜାର ଟଙ୍କାର ଏକ ଚେକ୍ ମଳିବି।

ସେହିପରି ୨୦୨୪ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଓଡ଼ିଆ ଭାଷା ପାଇଁ ସାହିତ୍ୟିକ ସଞ୍ଜୟ କୁମାର ପଣ୍ଡା ଯୁବ ପୁରସ୍କାର ପାଇଁ ମନୋନିତ ହୋଇଛନ୍ତି। ତାଙ୍କ ପୁସ୍ତକ ‘ହୁ ବାଇଆ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ତାଙ୍କୁ ଏକ ତାମ୍ରଫଳକ ସହିତ ୫୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯିବ। ଏହି ଘୋଷଣା ପରେ ଉଭୟଙ୍କୁ ଓଡିଆ ସାହିତ୍ୟିକମାନେ ଅଭିନନ୍ଦନ ଜଣାଇଛନ୍ତି।

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବାଲ ପୁରସ୍କାର ସାହିତ୍ୟ ଏକାଡେମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.