Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲିମକା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲା ଭାରତୀୟ ରେଳବାଇ
ଆଜିର ଖବର

ଲିମକା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲା ଭାରତୀୟ ରେଳବାଇ

June 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳବାଇ ପାଇଁ ଲିମକା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଛି।

ରେଳ ମନ୍ତ୍ରଣାଳୟ ୨୬ ଫେବୃଆରୀ ୨୦୨୪ରେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲା ଯେଉଁଥିରେ ୨,୧୪୦ ଟି ସ୍ଥାନରେ ୪୦,୧୯,୫୧୬ ଜଣ ଲୋକ ଯୋଗ ଦେଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ସଡ଼କ ଉପରେ ରେଳ ଓଭରବ୍ରିଜ୍‌ ଓ ସଡ଼କ ତଳେ ରେଳବାଇ ଅଣ୍ଡର୍‌ବ୍ରିଜ୍‌ ଉଦଘାଟନ ଏବଂ ରେଳ ଷ୍ଟେସନର ଶିଳାନ୍ୟାସ ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଭାରତୀୟ ରେଳବାଇର ଏହି ବ୍ୟାପକ ପ୍ରୟାସ ଓ ଏକତ୍ରିକରଣକୁ ମାନ୍ୟତା ମିଳିଛି ଏବଂ ଏହାକୁ ସମ୍ମାନଜନକ ଲିମକା ବୁକ୍‌ ଅଫ୍‌ ବିଶ୍ୱ ରେକର୍ଡସ୍‌ ରେ ସାମିଲ କରାଯାଇଛି ।

Indian Railway narendra modi ନରେନ୍ଦ୍ର ମୋଦୀ ଭାରତୀୟ ରେଳବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026
Latest News

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.