Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିଭିନ୍ନ କାର୍ଯ୍ୟକ୍ରମରେ ଦେଲେ ଯୋଗ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିଭିନ୍ନ କାର୍ଯ୍ୟକ୍ରମରେ ଦେଲେ ଯୋଗ

June 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
LawMinister
ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିଭିନ୍ନ କାର୍ଯ୍ୟକ୍ରମରେ ଦେଲେ ଯୋଗ

ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ରଜ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସକାଳ ଭୁବନେଶ୍ବରର ରଥ ବୈଠକ ଶେଷ କରିବା ପରେ ସେ ଖୋର୍ଦ୍ଧାରେ ପହଞ୍ଚିଥିଲେ। ସେ ବରୁଣେଈ ପୀଠ ଠାରେ ୧୬ ତମ ବରୁଣେଈ ରଜ ମହୋତ୍ସବ ରେ ଯୋଗଦେଇ ପାଇକ ଗଡ ରେ ରଜ ପର୍ବ ସହିତ ଓଡ଼ିଆ ଅସ୍ମିତା ର ମହତ୍ତ୍ଵ ଓ ଆକାଂକ୍ଷା ସଂପର୍କରେ ବର୍ଣ୍ଣନା କରିଥିଲେ।

ଏହାପରେ ସେ ଗଡ଼ ଖୋର୍ଦ୍ଧା ସ୍ଥିତ ପଞ୍ଚ ପାଇକ ପୀଠ ଠାରେ ପାଇକ ବିଦ୍ରୋହର‌‌ ମହାନାୟକ ବକ୍ସି ଜଗବନ୍ଧୁ,ଜୟୀ ରାଜଗୁରୁ,କୃତ୍ତିବାସ ପାଟ୍ଟଶାଣୀ, ମାଧବ ଚ଼ନ୍ଦ୍ର ରାଉତରାୟ, ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ସାଥୀରେ ଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ।

ଏହାପରେ ସେ ଭୂଷୁଣ୍ଡପୁର ସ୍ଥିତ ଆରାଧ୍ୟ ଦେବୀ ମା’ ଉଗ୍ରତାରାଙ୍କ ପୀଠରେ ମା’ ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହ ଅନୁଷ୍ଠିତ‌ ହେଉଥିବା ରଜ ମହୋତ୍ସବରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ସେହିପରି କାଳୁପଡ଼ାଘାଟ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରକୁ ଗ୍ରସ୍ତ କରି ପବିତ୍ର ସମାଧି ମନ୍ଦିରରେ ଶ୍ରୀ ମାଆ ଅରବିନ୍ଦଙ୍କୁ‌ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହ ଶିକ୍ଷା କେନ୍ଦ୍ରର ପ୍ରଧାନଶିକ୍ଷକ ଶ୍ରୀ ସଞ୍ଜୟ ମହାପାତ୍ର, ସମସ୍ତ ଭାଇ ଓ ଅପା ଙ୍କ ସହ ଶିକ୍ଷା କେନ୍ଦ୍ରର ପରିଚାଳନା ବିଷୟରେ ଆଲୋଚ଼ନା କରିଥିଲେ।

lawminister ଆଇନି ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ରଜ ରଜ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.