ପଦହସ୍ତାସନର ଭିଡିଓ ସେୟାର କଲେ ପ୍ରଧାନମନ୍ତ୍ରୀ

Published: Jun 17, 2024, 7:11 am IST

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପଦହସ୍ତାସନର ବିସ୍ତୃତ ଭିଡିଓ ସେୟାର କରିଛନ୍ତି। ପଦହସ୍ତାସନ ମାସିକ ଋତୁସ୍ରାବର ଯନ୍ତ୍ରଣା ହ୍ରାସ ଏବଂ ମେରୁଦଣ୍ଡର ସୁସ୍ଥତା ପାଇଁ ପାଦ ଓ ହାତର ଭଙ୍ଗୀ ପଦହସ୍ତାସନରେ ଦେଖାଯାଇଥାଏ। ଏହାକୁ ଅଭ୍ୟାସ କରିବାକୁ ଭିଡିଓରେ ଅନୁରୋଧ କରାଯାଇଛି।

ଆଗକୁ ଆନ୍ତର୍ଜାତିକ ଯୋଗ ଦିବସର ଦଶମ ସଂସ୍କରଣ ଥିବା ବେଳେ ଏହି ଭିଡିଓ ସେୟାର କରି ଏହି ଭଙ୍ଗୀର ଯୋଗ ସମ୍ପର୍କରେ ହିନ୍ଦୀ ଓ ଇଂରାଜୀରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି: “ପଦହସ୍ତାସନର ଅନେକ ଗୁଡ଼ିଏ ଲାଭ ଅଛି…ଏହାକୁ ଅଭ୍ୟାସ କରନ୍ତୁ”

https://x.com/narendramodi/status/1802191496742871160?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1802191496742871160%7Ctwgr%5Edf89f8f111589c7c85ea83ba1f48bd7805cc246f%7Ctwcon%5Es1_&ref_url=https%3A%2F%2Fpib.gov.in%2FPressReleasePage.aspx%3FPRID%3D2025775

Related posts