Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ସହାୟତା ଘୋଷଣା
ଆଜିର ଖବର

ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ସହାୟତା ଘୋଷଣା

June 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗଠାରେ ଏକ ବସ୍ ଦୁର୍ଘଟଣାରେ ମୃତାହତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ଉତ୍ତରାଖଣ୍ଡରେ ହୋଇଥିବା ସଡ଼କ ଦୁର୍ଘଟଣା ହୃଦୟ ବିଦାରକ। ଦୁର୍ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ଶୋକାକୁଳ ପରିବାରଙ୍କ ପ୍ରତି ମୋର ଗଭୀର ସମବେଦନା। ଏଥିସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା କରୁଛି।: ପ୍ରଧାନମନ୍ତ୍ରୀ”

ବସ୍ ଦୁର୍ଘଟଣାର ପୀଡ଼ିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ମଧ୍ୟ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ପୋଷ୍ଟ ଅନୁସାରେ, ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

ଉତ୍ତରାଖଣ୍ଡ ପ୍ରଧାନମନ୍ତ୍ରୀଙ୍କ ଶୋକ ବସ୍‌ ଦୁର୍ଘଟଣା ରୁଦ୍ରପ୍ରୟାଗ ସହାୟତା ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.