Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୧୫ କୁ ବୃଦ୍ଧି, ସହାୟତା ରାଶି ଘୋଷଣା
ଆଜିର ଖବର

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୧୫ କୁ ବୃଦ୍ଧି, ସହାୟତା ରାଶି ଘୋଷଣା

June 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗଣମାଧ୍ୟମ ସୂଚନା ଅନୁଯାୟୀ ପଶ୍ଚିମବଙ୍ଗର ରଙ୍ଗାପାନି ଷ୍ଟେସନ ନିକଟରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ଏଥିରେ ୬୦ ଜଣ ଆହତ ହୋଇଛନ୍ତି।

ନ୍ୟୁ ଜଲପାଇଗୁଡି ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ରେଳବାଇ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛି। ଗୁରୁତର ଆହତଙ୍କ ପାଇଁ ୨.୫ ଲକ୍ଷ ଟଙ୍କା ଏବଂ କମ୍ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

Train Accident
Share. Facebook Twitter LinkedIn Email WhatsApp Copy Link

Related Posts

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026

CJP ନେତା ଆଶୁତୋଷ ରାଙ୍କାଙ୍କୁ ଅଟକ ରଖିଲା ଆସାମ ପୋଲିସ

September 27, 2026

ଜୀ-ସାର୍ଥକରେ ଆସୁଛି ଏକ ନିଆରା ପ୍ରେମ କାହାଣୀ: ଅକ୍ଟୋବର ୪ରେ ‘ଅଧୁରା ପ୍ରେମ କାହାଣୀ’ର ମହାପ୍ରିମିୟର

September 27, 2026

UNSCରେ ଭାରତର ସ୍ଥାୟୀ ସଦସ୍ୟତାକୁ ରୁଷର ସମର୍ଥନ

September 27, 2026
Latest News

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026

CJP ନେତା ଆଶୁତୋଷ ରାଙ୍କାଙ୍କୁ ଅଟକ ରଖିଲା ଆସାମ ପୋଲିସ

September 27, 2026

କାନାଡାରେ ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ଜଣଙ୍କ ମୃତ୍ୟୁ

September 27, 2026

ଜୀ-ସାର୍ଥକରେ ଆସୁଛି ଏକ ନିଆରା ପ୍ରେମ କାହାଣୀ: ଅକ୍ଟୋବର ୪ରେ ‘ଅଧୁରା ପ୍ରେମ କାହାଣୀ’ର ମହାପ୍ରିମିୟର

September 27, 2026

UNSCରେ ଭାରତର ସ୍ଥାୟୀ ସଦସ୍ୟତାକୁ ରୁଷର ସମର୍ଥନ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.