Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂସ୍କୃତି ବିଭାଗର ସମୀକ୍ଷା କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଓଡିଆରେ ନାମଫଳକ ଲେଖିବା ଉପରେ ଗୁରୁତ୍ବ
ଆଜିର ଖବର

ସଂସ୍କୃତି ବିଭାଗର ସମୀକ୍ଷା କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଓଡିଆରେ ନାମଫଳକ ଲେଖିବା ଉପରେ ଗୁରୁତ୍ବ

June 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂସ୍କୃତି ବିଭାଗର ସମୀକ୍ଷା କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଓଡିଆରେ ନାମଫଳକ ଲେଖିବା ଉପରେ ଗୁରୁତ୍ବ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ବିଭାଗ ଓଡ଼ିଆ ଅସ୍ମିତାର ସୁରକ୍ଷା ଦିଗରେ ଗୁରୁ ଭୂମିକା ତୁଲାଉଥିବାରୁ ଏହାର କାର୍ଯ୍ୟଧାରା ଓଡିଶାବାସୀଙ୍କ ମଧ୍ୟରେ ଏକ ସ୍ୱତନ୍ତ୍ର ଅନୁଭୂତି ଆଣିଦେବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ।

ବିଭିନ୍ନ ସରକାରୀ ଅନୁଷ୍ଠାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକରେ ଓଡ଼ିଆରେ ନାମ ଫଳକ ଲେଖା ପଦକ୍ଷେପକୁ ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିସହ ଭାଷା କମିଶନ ପ୍ରତିଷ୍ଠା, ସଂସ୍କୃତି ଓ ଐତିହ୍ୟ ନୀତି ସ୍ୱତନ୍ତ୍ର ମାର୍ଗଦର୍ଶିକା ପ୍ରଣୟନ, ସାହିତ୍ୟ ଏକାଡେମୀର ବାକି ଥିବା ପୁରସ୍କାର ପ୍ରଦାନ ଏବଂ ବିଭିନ୍ନ ଏକାଡେମୀର କାର୍ଯ୍ୟନିର୍ବାହୀ କମିଟି ଗଠନ ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିଭଳି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ହିତାଧିକାରୀ ଓ ବର୍ତ୍ତମାନ ଜୀବିତ ଥିବା ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତା ମାନଙ୍କୁ ସହାୟତା ରାଶି ସମୟାନୁଯାୟୀ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେବା ସହ ଏକ ଅସ୍ମିତା ଭବନ ନିର୍ମାଣ ପାଇଁ ମଧ୍ୟ ପଦକ୍ଷେପ ନେବାକୁ କହିଥିଲେ। ସେହିଭଳି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ଆସନ୍ତା ଶହେ ଦିନରେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ।

ଓଡ଼ିଆ ଭାଷା ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ସଂସ୍କୃତି ବିଭାଗ ସାହିତ୍ୟ ଓ ସଂସ୍କୃତି ବିଭାଗ ସୂର୍ଯ୍ୟବଂଶୀ ସୂରଜ
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଦଳୀୟ ବୈଠକରେ ୱାକଆଉଟ୍ କରି ପୁଣି ଯୋଗ ଦେଲେ ବିରୋଧୀ: ଉଠାଇଲେ ଏହି ପ୍ରସଙ୍ଗ

July 19, 2026

ରାମ ମନ୍ଦିର ଦାନ ଚୋରି ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏହି ଦାବି କଲେ କଂଗ୍ରେସ ନେତା

July 19, 2026

ଆଜି ଭାରତ-ଇଂଲଣ୍ଡ ODI ସିରିଜ୍ ର ନିର୍ଣ୍ଣାୟକ ମ୍ୟାଚ: ଜାଣନ୍ତୁ ପିଚ୍ ରିପୋର୍ଟ

July 19, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ ସୁପ୍ରିମକୋର୍ଟ ଗଲା ନିର୍ମୋହୀ ଆଖଡ଼ା: ଜାଣନ୍ତୁ କ’ଣ ରହିଛି ଦାବି?

July 19, 2026
Latest News

ସର୍ବଦଳୀୟ ବୈଠକରେ ୱାକଆଉଟ୍ କରି ପୁଣି ଯୋଗ ଦେଲେ ବିରୋଧୀ: ଉଠାଇଲେ ଏହି ପ୍ରସଙ୍ଗ

July 19, 2026

ରାମ ମନ୍ଦିର ଦାନ ଚୋରି ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏହି ଦାବି କଲେ କଂଗ୍ରେସ ନେତା

July 19, 2026

ଆଜି ଭାରତ-ଇଂଲଣ୍ଡ ODI ସିରିଜ୍ ର ନିର୍ଣ୍ଣାୟକ ମ୍ୟାଚ: ଜାଣନ୍ତୁ ପିଚ୍ ରିପୋର୍ଟ

July 19, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ ସୁପ୍ରିମକୋର୍ଟ ଗଲା ନିର୍ମୋହୀ ଆଖଡ଼ା: ଜାଣନ୍ତୁ କ’ଣ ରହିଛି ଦାବି?

July 19, 2026

ଆଜି ବିଶ୍ୱର ସର୍ବବୃହତ୍ ଦହି ଉତ୍ପାଦନ ପ୍ଲାଣ୍ଟର ଶିଳାନ୍ୟାସ କରିବେ ଅମିତ ଶାହ

July 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.