Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜାରି ହେବ ପିଏମ୍‌ କିଷାନ ଯୋଜନାର ୧୭ ତମ କିସ୍ତି: ବରଗଡ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଆଜି ଜାରି ହେବ ପିଏମ୍‌ କିଷାନ ଯୋଜନାର ୧୭ ତମ କିସ୍ତି: ବରଗଡ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

June 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସାରା ଦେଶରେ ୯.୨୬ କୋଟି ଚାଷୀଙ୍କ ଅପେକ୍ଷା ଶୀଘ୍ର ଶେଷ ହେବାକୁ ଯାଉଛି ଏବଂ ସରକାର ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୧୭ ତମ କିସ୍ତି ମୁକ୍ତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଡିବିଟି ମାଧ୍ୟମରେ ଉତ୍ତରପ୍ରଦେଶର ବାରାଣାସୀରୁ ୨୦ ହଜାର କୋଟି ଟଙ୍କା ଦେଶର କୃଷକଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରିବେ।

ତେବେ ଏହି ପ୍ରରିପ୍ରେକ୍ଷୀରେ ଓଡିଶାରେ ମଧ୍ୟ କାର୍ଯ୍ୟକ୍ରମ ଆୟୋଜନ ହେବ। ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେବ। ଏହିକ୍ରମରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ମଧ୍ୟ ବରଗଡ଼ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆଜି ସଂଧ୍ୟା ସାଢ଼େ ୪ରୁ ୭ଟା ଯାଏଁ କାର୍ଯ୍ୟକ୍ରମ ଆୟୋଜନ ହେବ।

baragada mohan charan majhi narendra modi pm kishan samman nidhi
Share. Facebook Twitter LinkedIn Email WhatsApp Copy Link

Related Posts

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026
Latest News

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.