Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରା ପାଇଁ ୧୯୪ଟି ସ୍ବତନ୍ତ୍ର ଟ୍ରେନ୍‌ ଏବଂ ୬୦ ଟିକଟ କାଉଣ୍ଟର
ଆଜିର ଖବର

ରଥଯାତ୍ରା ପାଇଁ ୧୯୪ଟି ସ୍ବତନ୍ତ୍ର ଟ୍ରେନ୍‌ ଏବଂ ୬୦ ଟିକଟ କାଉଣ୍ଟର

June 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୯୪ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନେଇ ଘୋଷଣା କରାଯାଇଛି। ରଥଯାତ୍ରାରେ ଯାତ୍ରୀଙ୍କ ଗମନାଗମନର ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଏହି ଘୋଷଣା ବୁଧବାର ଦିନ କରାଯାଇିଛି। ୧୯୪ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ସହିତ ଯାତ୍ରୀ ମାନଙ୍କୁ ସୁଗମରେ ଟିକଟ ମିଳିବା ପାଇଁ ୬୦ଟି ଟିକଟ କାଉଣ୍ଟର ମଧ୍ୟ ସ୍ଥାପନ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ଘୋଷଣା କରାଯାଇଛି। ପୂର୍ବତଟ ରେଳବାଇ ଖୋର୍ଦ୍ଧା ଡିଭିଜନର ଡିଆରଏମ ଶଶିକାନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ଅନ୍ୟପଟେ ଯାତ୍ରୀଙ୍କ ସୁରକ୍ଷା ପାଇଁ ୫୩୮ ଜଣ ଆରପିଏଫ ଏବଂ ୫୫୦ ଜଣ ଜିଆରପି ମୁତୟନ ହେବେ। ସେହିପରି ସୁରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସିସିଟିଭି ମଧ୍ୟ ଲଗାଯିବ। ପୁରୀରେ ୭୩ଟି, ଭୁବନେଶ୍ୱରରେ ୩୮ଟି ଏବଂ କଟକରେ ୩୧ଟି ଅତିରିକ୍ତ ସିସିଟିଭି ଲଗାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026

କୋଟ୍ଟାୟମ ରବର ବୋର୍ଡ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 11, 2026
Latest News

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026

କୋଟ୍ଟାୟମ ରବର ବୋର୍ଡ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 11, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ପକ୍ଷରୁ ଦକ୍ଷିଣ ଭାରତୀୟ ସ୍ୱାସ୍ଥ୍ୟ ଖାଦ୍ୟ ବ୍ରାଣ୍ଡ ‘ମାନ୍ନା’ ଅଧିଗ୍ରହଣ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.