Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ବିଧାନସଭାର ବାଚସ୍ପତି ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ସୁରୁମା ପାଢୀ
ଆଜିର ଖବର

ଓଡ଼ିଶା ବିଧାନସଭାର ବାଚସ୍ପତି ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ସୁରୁମା ପାଢୀ

June 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ନୂତନ ସରକାର ଗଠନ ପରେ ଗତକାଲି ଓଡିଶା ବିଧାନସଭାରେ ବିଧାୟକମାନେ ଶପଥ ଗ୍ରହଣ କରିଥିଲେ। କାମ ଚଳା ବାଚସ୍ପତି ଭାବେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସମସ୍ତ ବିଧାୟକମାନଙ୍କୁ ଶପଥ ପାଠ କରାଇଥିଲେ।

ତେବେ ଆଜି ବିଜେପି ବିଧାୟକ ଦଳର ବୈଠକରେ ବିଧାୟିକା ସୁରୁମା ପାଢିଙ୍କୁ ଓଡିଶା ବିଧାନସଭାର ବାଚସ୍ପତି ଭାବେ ମନୋନୀତ କରାଯାଇଛି। ଏହାପରେ ରଣପୁର ବିଧାୟିକା ବାଚସ୍ପତି ପଦବୀ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକମାନେ ଉପସ୍ଥିତ ରହିଥିଲେ।

ଓଡିଶା ବିଧାନସଭା ନାମାଙ୍କନ ପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.