Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେ ରକ୍ତ ଶିକୁଳି ରୋଗ ବିଲୋପ ଦିଗରେ ଆମର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଉଛୁ: ପ୍ରଧାନମନ୍ତ୍ରୀ
ଆଜିର ଖବର

ଆମେ ରକ୍ତ ଶିକୁଳି ରୋଗ ବିଲୋପ ଦିଗରେ ଆମର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଉଛୁ: ପ୍ରଧାନମନ୍ତ୍ରୀ

June 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରକ୍ତ ଶିକୁଳି ବା ସିକଲ ସେଲ୍‌ ରୋଗକୁ ନିୟନ୍ତ୍ରଣ କରିବା ଦିଗରେ ତାଙ୍କ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ସିକଲ ସେଲ ଦିବସ ଅବସରରେ ଦୋହରାଇଛନ୍ତି।

ଜାତୀୟ ରକ୍ତ ଶିକୁଳି ରୋଗ ବିଲୋପ ଅଭିଯାନ ବାବଦରେ ଉଲ୍ଲେଖ କରି ସେ କହିଛନ୍ତି, ସେମାନେଏବଂ ଆନୁବଂଶିକ ରକ୍ତ ବିକାର ସମେତ ଅନ୍ୟାନ୍ୟ ଦିଗ ଉପରେ ମଧ୍ୟ କାର୍ଯ୍ୟ କରୁଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

“ବିଶ୍ୱ ରକ୍ତ ଶିକୁଳି ଦିବସ ଅବସରରେ ଏହି ରୋଗକୁ ମୁକାବିଲା କରିବା ଦିଗରେ ଆମେ ଆମ ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଉଛୁ। ଗତବର୍ଷ ଆମେ ଜାତୀୟ ରକ୍ତ ଶିକୁଳି ରୋଗ ବିଲୋପ ଅଭିଯାନ ଆରମ୍ଭ କରିଥିଲୁ ଏବଂ ସଚେତନତା ସୃଷ୍ଟି, ଶୀଘ୍ର ଚିହ୍ନଟ, ଉପଯୁକ୍ତ ଯତ୍ନ ଆଦି ଦିଗ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଏହି କ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ବ୍ୟବହାରକୁ ମଧ୍ୟ ନିଶ୍ଚିତ କରାଯାଉଛି”।

ନରେନ୍ଦ୍ର ମୋଦୀ ରକ୍ତ ଶିକୁଳି ରୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

June 19, 2026

ଐତିହାସିକ ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ଉତ୍ସବ ପାଇଁ ପ୍ରସ୍ତୁତ କୋଲକାତା

June 19, 2026

ରାଜ୍ୟରେ ପାଣିରେ ବୁଡ଼ି ମୃତ୍ୟୁ ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

June 19, 2026

ଏଲଏନଜି ଯୋଗାଣକୁ ମିଳିବ ଶକ୍ତି: ୬୨,୩୭୦ ମେଟ୍ରିକ୍ ଟନ୍ କାର୍ଗୋ ନେଇ ଦହେଜରେ ପହଞ୍ଚିବ ‘ଦିଶା’

June 19, 2026
Latest News

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

June 19, 2026

ଐତିହାସିକ ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ଉତ୍ସବ ପାଇଁ ପ୍ରସ୍ତୁତ କୋଲକାତା

June 19, 2026

ରାଜ୍ୟରେ ପାଣିରେ ବୁଡ଼ି ମୃତ୍ୟୁ ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

June 19, 2026

ଏଲଏନଜି ଯୋଗାଣକୁ ମିଳିବ ଶକ୍ତି: ୬୨,୩୭୦ ମେଟ୍ରିକ୍ ଟନ୍ କାର୍ଗୋ ନେଇ ଦହେଜରେ ପହଞ୍ଚିବ ‘ଦିଶା’

June 19, 2026

କର୍ଣ୍ଣାଟକରେ ବିଜେପି ସହିତ ଖେଳ!: କ୍ରସ୍ ଭୋଟିଂ ମାଧ୍ୟମରେ ପାଞ୍ଚଟି ଆସନ ଜିତିଲା କଂଗ୍ରେସ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.