Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ନିଆଁ, ଦୁଇଟି ଦମକଳ ନିୟୋଜିତ
ଆଜିର ଖବର

ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ନିଆଁ, ଦୁଇଟି ଦମକଳ ନିୟୋଜିତ

June 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ନିଆଁ, ଦୁଇଟି ଦମକଳ ନିୟୋଜିତ

ଭୁବନେଶ୍ବର: ଆଜି ସକାଳେ ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ପ୍ରବଳ ନିଆଁ ଲାଗିଛି। ଏକ ଫ୍ଲାଟ ଭିତରେ ନିଆଁ ଲାଗି ତାହା ବାହାରକୁ ବାହାରି ଆସିଛି। ଫଳରେ ଘର ଭିତରେ ନିଆଁ ଏତେ ଜୋର ହୋଇଛି ଯେ ତାହା ହୁତୁହୁତୁ ହୋଇ ବାହାରକୁ ଦେଖାଯାଉଛି। ଖବର ପାଇଁ ଦମକଳ ବାହିନୀ ଆସି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି।

ଘଟଣାକୁ ଜଣାଯାଇଛି ଯେ, ଭୁବନେଶ୍ବର ପଟିଆ ଅଞ୍ଚଳରେ ଥିବା ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ସକାଳୁ ଧୂଆଁ ବାହାରୁଥିବାର ଦେଖାଯାଇଥିଲା। ଆପାର୍ଟମେଣ୍ଟର ଆଠ ମହଲାରେ ଥିବା ଏକ ଫ୍ଲାଟରୁ ଏହି ଧୂଆଁ ବାହାରିଥିଲା। ସେଠାକାର ବାସିନ୍ଦା ଜାଣିପାରିବା ପରେ ସମସ୍ତେ ତଳକୁ ସୁରକ୍ଷିତ ଭାବେ ଓହ୍ଲାଇ ଆସିଥିଲେ। ତେବେ ନିଆଁ ଲାଗିବାର କାରଣ ଏ ପର୍ଯ୍ୟନ୍ତ ଜଣାପଡି ନାହିଁ। ବର୍ତ୍ତମାନ ନିଆଁ ନିୟନ୍ତ୍ରଣ ହୋଇଯାଇଥିବାର ଜଣାପଡିଛି।

ନିଆଁ
Share. Facebook Twitter LinkedIn Email WhatsApp Copy Link

Related Posts

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026
Latest News

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.