Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଆନ୍ତର୍ଜାତିକ ଯୋଗ ଦିବସ: ଜାଣନ୍ତୁ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ କେଉଁଠି କରିବେ ଯୋଗ
ଆଜିର ଖବର

ଆସନ୍ତାକାଲି ଆନ୍ତର୍ଜାତିକ ଯୋଗ ଦିବସ: ଜାଣନ୍ତୁ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ କେଉଁଠି କରିବେ ଯୋଗ

June 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ। ଏଥର ରାଜ୍ୟରେ ବ୍ୟାପକ ଭାବେ ପାଳନ ହେବ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହେବ। ଏ ବର୍ଷ ଯୋଗ ଦିବସ ପାଳନର ଥିମ୍ ରହିଛି ନିଜର ଓ ସମାଜ ପାଇଁ ଯୋଗ (ଯୋଗ ଫର ସେଲ୍‌ଫ୍ ଆଣ୍ଡ ସୋସାଇଟି)।

ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ସୁସ୍ଥତା ପାଇଁ ଯୋଗର ଉପଯୋଗିତା ସଂପର୍କରେ ଜାଣି ଏହାକୁ ଦୈନନ୍ଦିନ ଅଭ୍ୟାସ ଭାବରେ ଗ୍ରହଣ କରିବା ପାଇଁ ସଂକଳ୍ପ ନେବା ଏବଂ ଏକ ସୁସ୍ଥ ଜୀବନ ଶୈଳୀ ପାଇଁ ଯୋଗର ଆବଶ୍ୟକତା ସଂପର୍କରେ ଜନ ସାଧାରଣଙ୍କୁ ଉତ୍ସାହିତ କରିବା ଏହି ଯୋଗ ଦିବସ ପାଳନର ଉଦ୍ଦେଶ୍ୟ ରହିଛି।

ଏ ବର୍ଷ ଯୋଗ ଦିବସ ରାଜ୍ୟରେ ବିଭିନ୍ନ ଅନୁଷ୍ଠାନ ସ୍ତରରେ, ବ୍ଲକ ସ୍ତରରେ, ଜିଲ୍ଲା ସ୍ତରରେ,ସ୍କୁଲ , କଲେଜ ସ୍ତରରେ, ପ୍ରମୁଖ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଓ ରାଜ୍ୟ ସ୍ତରରେ ଅନୁଷ୍ଠିତ ହେବ।ଏଥିରେ ବ୍ୟକ୍ତି ବିଶେଷ, ଛାତ୍ରଛାତ୍ରୀ, ଯୁବ ବର୍ଗ, ମହିଳା, ସରକାରୀ ପଦାଧିକାରୀ, ସାଧାରଣ ଜନତା ଆଦି ଅଂଶ ଗ୍ରହଣ କରିବେ। ଆସନ୍ତାକାଲି ସକାଳ ୬ ଟାରୁ ୭ ଘଟିକା ମଧ୍ୟରେ ଅଂଶଗ୍ରହଣ କାରୀମାନେ କାର୍ଯ୍ୟକ୍ରମ ସ୍ଥଳରେ ସମବେତ ହେବେ।

ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ୍ ଠାରେ ସକାଳ ୭ ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଜ୍ୟମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ, ସାଂସଦ ଓ ବିଧାୟକଗଣ ମଧ୍ୟ ଜିଲ୍ଲା ସ୍ତରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏହାର ଏକ ତାଲିକା ନିମ୍ନରେ ଦିଆଗଲା…..

Mohan Majhi Odisha Yoga Day
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.