Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେଜ୍ରିୱାଲ ଜେଲରୁ ବାହାରିବା ପୂର୍ବରୁ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିବ ଇଡି, ଜାଣନ୍ତୁ ପରବର୍ତ୍ତୀ ପଦକ୍ଷେପ
ଆଜିର ଖବର

କେଜ୍ରିୱାଲ ଜେଲରୁ ବାହାରିବା ପୂର୍ବରୁ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିବ ଇଡି, ଜାଣନ୍ତୁ ପରବର୍ତ୍ତୀ ପଦକ୍ଷେପ

June 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ମାମଲାରେ ଟ୍ରାଏଲ କୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆଜି ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯିବ। ବାସ୍ତବରେ ଗତକାଲି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ଏକ୍ସାଇଜ୍ ପଲିସି ମାମଲାରେ ସିଏମ୍ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅରବିନ୍ଦ କେଜ୍ରିୱାଲଙ୍କୁ ୧ ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରାଯାଇଛି। ଜାମିନ ବଣ୍ଡ ଦାଖଲ ପ୍ରକ୍ରିୟାକୁ ୪୮ ଘଣ୍ଟା ସ୍ଥଗିତ ରଖିବା ପାଇଁ ଇଡିର ଅନୁରୋଧକୁ କୋର୍ଟ ଖାରଜ କରିଛନ୍ତି।

ବାସ୍ତବରେ, ବର୍ତ୍ତମାନ ବାତିଲ ହୋଇଥିବା ଦିଲ୍ଲୀ ଏକ୍ସାଇଜ୍ ପଲିସି ୨୦୨୧-୨୨ ରେ ହୋଇଥିବା ଅନିୟମିତତା ଅଭିଯୋଗରେ ଅର୍ଥ ହେରଫେର ମାମଲାରେ ସିଏମ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ ରେ ଗିରଫ କରାଯାଇଥିଲା। ଏହାପୂର୍ବରୁ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ତାଙ୍କୁ ମଇ ୧୦ ରେ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ତାଙ୍କୁ ଜୁନ୍ ୨ ତାରିଖରେ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ଏଥିସହ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଏବଂ ଦିଲ୍ଲୀ ସଚିବାଳୟକୁ ନ ଯିବାକୁ କୋର୍ଟ ତାଙ୍କୁ କହିଥିଲେ।

Arvind Kejriwal delhi ed High Court
Share. Facebook Twitter LinkedIn Email WhatsApp Copy Link

Related Posts

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026
Latest News

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.