Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୋଗ ଦିବସରେ ସାମିଲ ହୋଇ ଯୋଗ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

ଯୋଗ ଦିବସରେ ସାମିଲ ହୋଇ ଯୋଗ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

June 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୋଗ ଦିବସରେ ସାମିଲ ହୋଇ ଯୋଗ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ହେଉଛି ଯୋଗ ଦିବସ। ଆଜି ସାରା ଭାରତ ପାଳନ କରୁଛି ଯୋଗ ଦିବସ। ସମସ୍ତେ ଏକାଠି ହୋଇ କରିଛନ୍ତି ଯୋଗ। କେବଳ ଭାରତ ନୁହେଁ ସାରା ବିଶ୍ବରେ ମଧ୍ୟ ଏହି ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଏହି ଦିବସ ପାଳିତ ହୋଇ ଆସୁଛି। ମୁଖ୍ୟତଃ ଲୋକମାନେ ନିରୋଗ ତଥା ସୁସ୍ଥ ରହିବା ପାଇଁ ଏହି ପ୍ରାଚୀନ ପଦ୍ଧତିକୁ ସମସ୍ତେ ବର୍ତ୍ତମାନ ଆପଣେଇବାରେ ଲାଗିଛନ୍ତି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଯୋଗ ଦିବସରେ ନିଜକୁ ସାମିଲ କରାଇଛନ୍ତି। ଆଜି ସକାଳୁ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଣ୍ଡିୟମରେ ପହଁଚି ଶହଶହ ଯୋଗ ଆଗ୍ରହୀଙ୍କ ସହିତ ଯୋଗ ଦେଇ ଯୋଗ କରିଛନ୍ତି। ତାଙ୍କ ସହିତ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟଶାସନ ସଚିବ ପ୍ରଦୀପ ଜେନା ପ୍ରମୁଖ ମଧ୍ୟ ସାମିଲ ହୋଇଥିଲେ। ସେହିପରି ସାରା ରାଜ୍ୟରେ ମଧ୍ୟ ଏହି ଦିବସ ବେଶ ଧୂମଧାମରେ ପାଳନ କରାଯାଇଛି।

Yoga Day Yoga Diwas ଅନ୍ତର୍ଜାତୀୟ ଯୋଗ ଦିବସ ଯୋଗ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.