Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ
ଆଜିର ଖବର

ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

June 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

ଭୁବନେଶ୍ବର: ଆଜି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳି ମାଡ ହୋଇଛି। ସେ ଆଜି କଂଗ୍ରେସ ଭବନ ଭିତରକୁ ଯିବା ବେଳେ କେତେକ ଦୁର୍ବୁର୍ତ୍ତ ତାଙ୍କ ମୁହଁକୁ କାଳି ଫୋପାଡିଛନ୍ତି। ଫଳରେ ସେ ଭୟରେ ଭିତରକୁ ପଳାଇଯାଇଛନ୍ତି। ଏହି ଖବର ପ୍ରକାଶ ପାଇବା ପରେ ଗଣମାଧ୍ୟମ ପ୍ରତିନିଧି କଂଗ୍ରେସ ଭବନରେ ଭିଡ କରିଥିଲେ। ହେଲେ ଏ ପର୍ଯ୍ୟନ୍ତ ଶରତ ପଟ୍ଟନାୟକ କୌଣସି ପ୍ରତିକ୍ରିୟା ଦେଇ ନାହିଁନ୍ତି।

ତେବେ ଘଟଣାରୁ ପ୍ରକାଶ ଯେ, ଚଳିତ ନିର୍ବାଚନରେ କଂଗ୍ରେସ ଟିକେଟ ବଣ୍ଟାକୁ ନେଇ ଅନେକ ଅସନ୍ତୁଷ୍ଠ ଅଛନ୍ତି। ସଭାପତି ଟଙ୍କା ନେଇ ଟିକେଟ ବିକ୍ରି କରିଛନ୍ତି ବୋଲି ଅଭିଯୋଗ କରାଯାଇଛି। ସେହି କାରଣ ନେଇ ତାଙ୍କ ଉପରେ ରାଗ ସୁଝାଇବାକୁ କେତେକ ଅସନ୍ତୁଷ୍ଠ କର୍ମି ଏପରି କରିଥାଇପାରନ୍ତି ବୋଲି କୁହାଯାଉଛି।

କଂଗ୍ରେସ ଶରତ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Latest News

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.