Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରୀ ଅଧିକାରୀଙ୍କୁ ବିଜେପି ବିଧାୟକଙ୍କ ଆକ୍ରମଣର ଭିଡିଓ ଭାଇରାଲ
ଆଜିର ଖବର

ସରକାରୀ ଅଧିକାରୀଙ୍କୁ ବିଜେପି ବିଧାୟକଙ୍କ ଆକ୍ରମଣର ଭିଡିଓ ଭାଇରାଲ

June 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପିର ବରିଷ୍ଠ ନେତା କୈଳାସ ବିଜୟବର୍ଗୀୟାଙ୍କ ପୁଅ ତଥା ପ୍ରଥମ ଥର ପାଇଁ ମଧ୍ୟପ୍ରଦେଶର ବିଧାୟକ ହୋଇଥିବା ଆକାଶ ବିଜୟବର୍ଗୀୟାଙ୍କ ଦବଙ୍ଗଗିରିର ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ବିଧାୟକ ଆକାଶ ବିଜୟବର୍ଗୀୟା ବ୍ୟାଟରେ ନଗର ନିଗମ କର୍ମଚାରୀଙ୍କୁ ଗୋଡାଇ ଗୋଡାଇ ପିଟୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ ଯେ ନଗର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ସହରରେ ଚିହ୍ନଟ ହୋଇଥିବା ୨୬ଟି ବିପଦ ଜନକ ଘରକୁ ଭାଙ୍ଗା କାର୍ଯ୍ୟ ଜାରି ରହିଥିଲା। ଏହାକୁ ବିରୋଧ କରି ଏହି ଦବଙ୍ଗଗିରି ଦେଖାଇଛନ୍ତି ନବ ନିର୍ବାଚିତ ବିଧାୟକ। ବୁଧବାର ଦିନ ଗଞ୍ଜି କମ୍ପାଉଣ୍ଡ ସ୍ଥିତ ଏକ ଘରକୁ ଭାଙ୍ଗିବା ପାଇଁ ନଗର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଟିମ ସେଠାରେ ପହଞ୍ଚିଥିଲା। ସେଠାରେ ବିଧାୟକ ଆକାଶ ବିଜୟବର୍ଗୀୟାଙ୍କ ସହ କର୍ତ୍ତୃପକ୍ଷଙ୍କ ଯୁକ୍ତିତର୍କ ହୋଇଥିଲା। ଏହାପରେ ବିଧାୟକ ଜଣଙ୍କ ଆଇନକୁ ହାତକୁ ନେଇ ନଗର ଉନ୍ନୟନର ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଧମକ ଦେଇ ସେଠାରୁ ୧୦ ମିନିଟରେ ଯିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ବିଧାୟକ ଜଣକ ରାଗି ଯାଇ କ୍ରିକେଟ ବ୍ୟାଟରେ ନିଗମ କର୍ମଚାରୀଙ୍କୁ ଗୋଡାଇ ଗୋଡଇ ପିଟିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026
Latest News

ଆଉ ଔଷଧରେ ବ୍ୟବହାର ହେବ ନାହିଁ ଅଶ୍ୱଗନ୍ଧା ପତ୍ର, ଜାଣନ୍ତୁ କାହିଁକି FSSAI ଏହାକୁ ନିଷେଧ କଲା?

April 24, 2026

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.