
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା।
ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଇଛନ୍ତି।