Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟି -୨୦ ବିଶ୍ୱକପ: ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କଲା ଦକ୍ଷିଣ ଆଫ୍ରିକା
ଆଜିର ଖବର

ଟି -୨୦ ବିଶ୍ୱକପ: ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କଲା ଦକ୍ଷିଣ ଆଫ୍ରିକା

June 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଦକ୍ଷିଣ ଆଫ୍ରିକା ଟି -୨୦ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଡକ୍ୱର୍ଥ-ଲୁଇସ୍ ନିୟମରେ ଦକ୍ଷିଣ ଆଫ୍ରିକା ୩ ୱିକେଟ୍ ରେ ମ୍ୟାଚ୍ ଜିତିଛି। ଉଭୟଙ୍କ ମଧ୍ୟରେ କଡ଼ା ସଂଘର୍ଷ ହୋଇଥିଲା ଯେଉଁଥିରେ ବର୍ଷା ମଧ୍ୟ ବାଧା ସୃଷ୍ଟି କରିଥିଲା। ଏହା ଏକ କମ୍ ସ୍କୋରିଂ ମ୍ୟାଚ୍ ଥିଲା, ଯେଉଁଥିରେ ଏକ କଡା ମୁକାବିଲା ଦେଖିବାକୁ ମିଳିଥିଲା। ଶେଷ ଓଭରରେ ଦଳକୁ ୫ ରନ୍ ଆବଶ୍ୟକ କରୁଥିବା ବେଳେ ମାର୍କୋ ୟାନସେନ୍ ପ୍ରଥମ ବଲରେ ଛକା ମାରି ଆଫ୍ରିକାକୁ ବିଜୟ ପ୍ରଦାନ କରିଥିଲେ।

ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ୱେଷ୍ଟଇଣ୍ଡିଜ୍ ୨୦ ଓଭରରେ ୮ ୱିକେଟ୍ ହରାଇ ଟୋଟଲ ୧୩୫ ରନ୍ କରିଥିଲା। ଏହା ପରେ ଦ୍ୱିତୀୟ ଇନିଂସରେ ବର୍ଷା ହୋଇଥିଲା ଏବଂ ଆଫ୍ରିକାକୁ ୧୭ ଓଭରରେ ୧୨୩ ରନ୍‌ର ଟାର୍ଗେଟ ଦିଆଯାଇଥିଲା, ଯାହା ଦଳ ୧୬.୧ ଓଭରରେ ହାସଲ କରିଥିଲା। ମ୍ୟାଚ୍ ଶେଷ ପର୍ଯ୍ୟନ୍ତ ଚାଲିଥିଲା, ଯେଉଁଥିରେ ଉଭୟଙ୍କ ପାଇଁ ବିଜୟ ସମ୍ଭାବନା ଦେଖାଯାଉଥିଲା। କିନ୍ତୁ ଶେଷରେ ଏହି ପ୍ରତିଯୋଗିତା ଆଫ୍ରିକା ହାତକୁ ଗଲା।

South Africa Vs West Indies T20 World Cup T20 World Cup 2024 T20 World Cup 2024 Semi Final T20 WORLD CUP LIVE
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026

‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.