Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିମ୍ବାୱେ ଗସ୍ତ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ: ଶୁବମାନ ଗିଲ ଅଧିନାୟକ
ଆଜିର ଖବର

ଜିମ୍ବାୱେ ଗସ୍ତ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ: ଶୁବମାନ ଗିଲ ଅଧିନାୟକ

June 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜିମ୍ବାୱେ ଗସ୍ତ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ଏହି ଯାତ୍ରା ପାଇଁ ସମସ୍ତ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ଯେଉଁଠାରେ ଶୁବମାନ ଗିଲ ଅଧିନାୟକତ୍ୱ ପାଇଛନ୍ତି। ପ୍ରଥମ ଥର ପାଇଁ ଏହି ଯାତ୍ରା ପାଇଁ ନୀତୀଶ କୁମାର ରେଡ୍ଡୀ, ଅଭିଷେକ ଶର୍ମା, ରିୟାନ ପାରାଗ ଏବଂ ତୁଷାର ଦେଶପାଣ୍ଡେଙ୍କୁ ଟିମ୍ ଇଣ୍ଡିଆରେ ସାମିଲ କରାଯାଇଛି। ଏହି ସମସ୍ତ ଖେଳାଳି ପ୍ରଥମ ଥର ପାଇଁ ଭାରତୀୟ ଦଳରେ ଯୋଗ ଦେଇଛନ୍ତି। ତେବେ ୱିକେଟ୍ କିପର ସଞ୍ଜୁ ସାମସନ ମଧ୍ୟ ଏହି ଦଳର ଏକ ଅଂଶ।

ଜିମ୍ବାୱେ ଗସ୍ତ ପାଇଁ ବିସିସିଆଇ ପ୍ରାୟ ସମସ୍ତ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦେଇଛି। ଏହି ଯାତ୍ରାରେ ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, କୁଲଦୀପ ଯାଦବ, ଜସପ୍ରୀତ ବୁମ୍ରା, ଅର୍ଶଦୀପ ସିଂ, ମହମ୍ମଦ ସିରାଜ, ବିରାଟ କୋହଲି ଏବଂ ରୋହିତ ଶର୍ମା ଟିମ୍ ଇଣ୍ଡିଆର ଅଂଶ ହେବେ ନାହିଁ।

୨୦୨୪ ଆଇପିଏଲ୍ ରେ ଚମତ୍କାର ପ୍ରଦର୍ଶନ କରିଥିବା ଅନେକ ଖେଳାଳିଙ୍କୁ ଟିମ୍ ଇଣ୍ଡିଆରେ ଚୟନ କରାଯାଇଛି। ଏଥିରେ ରୁତୁରାଜ ଗାଇକ୍ଵାଡ, ରିଙ୍କୁ ସିଂ, ସଞ୍ଜୁ ସାମସନ, ଧ୍ରୁଭ ଜୁରେଲ, ଆଭେଶ ଖାନ, ମୁକେଶ କୁମାର ଏବଂ ରବି ବିଷ୍ନୋଇ ଅନ୍ତର୍ଭୁକ୍ତ। ଜିମ୍ବାୱେକୁ ନୂଆ ଖେଳାଳି ପଠାଇବାକୁ ବିସିସିଆଇ ଘୋଷଣା କରିଛି।

ଜିମ୍ବାୱେ ଗସ୍ତ ପାଇଁ ଟିମ୍ ଇଣ୍ଡିଆ: ଶୁଭମାନ ଗିଲ (ଅଧିନାୟକ), ଯଶାସଭି ଜୟସ୍ଵାଲ, ରୁତୁରାଜ ଗାଇକ୍ଵାଡ, ଅଭିଷେକ ଶର୍ମା, ରିଙ୍କୁ ସିଂ, ସଞ୍ଜୁ ସାମସନ (ୱିକେଟ୍ କିପର), ଧ୍ରୁଭ ଜୁରେଲ (ୱିକେଟ୍ କିପର), ନୀତୀଶ ରେଡ୍ଡୀ, ରିୟାନ୍ ପାରାଗ, ୱାଶିଂଟନ୍ ସୁନ୍ଦର, ରବି ବିଷ୍ନୋଇ, ଖଲିଲ ଅହମ୍ମଦ, ମୁକେଶ କୁମାର ଏବଂ ତୁଷାର ଦେଶପାଣ୍ଡେ।

BCCI India Squad For Zimbabwe Tour Riyan Parag Shubman Gil team india
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.