Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ସମୟରେ ମୃତ କର୍ମଚାରୀମାନଙ୍କ ସମ୍ପର୍କୀୟଙ୍କୁ ଅନୁକମ୍ପା ରାଶି ମଞ୍ଜୁରୀ: କେବଳ ଏହିମାନଙ୍କୁ ମିଳିବ ସହାୟତା
ଆଜିର ଖବର

ନିର୍ବାଚନ ସମୟରେ ମୃତ କର୍ମଚାରୀମାନଙ୍କ ସମ୍ପର୍କୀୟଙ୍କୁ ଅନୁକମ୍ପା ରାଶି ମଞ୍ଜୁରୀ: କେବଳ ଏହିମାନଙ୍କୁ ମିଳିବ ସହାୟତା

June 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

 ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚନ କାର୍ଯ୍ୟରେ ଥିବାବେଳେ ମୃତ୍ୟୁବରଣ କରିଥିବା ବିଭିନ୍ନ କର୍ମଚାରୀଙ୍କ ଆଇନ ଅନୁମୋଦିତ ଉତ୍ତରାଧିକାରୀଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶିକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ମୃତ କର୍ମଚାରୀମାନେ ହେଲେ ନବରଙ୍ଗପୁର ଜିଲ୍ଲାର ସ୍ୱର୍ଗତ ଅଲେଖ ରନ୍ଧାରି, ଦେବଗଡ଼ ଜିଲ୍ଲାର ସ୍ୱର୍ଗତ ପ୍ରସନ୍ନ କୁମାର ପ୍ରଧାନ, ବରଗଡ଼ ଜିଲ୍ଲାର ସ୍ୱର୍ଗତ ଗୁଣନିଧି ସାହୁ ଓ ସ୍ୱର୍ଗତ କବଲରାମ ଯାଦବ, ନୂଆପଡ଼ା ଜିଲ୍ଲାର ପ୍ରସନ୍ନ କୁମାର ନାଏକ, ଗଜପତି ଜିଲ୍ଲାର ସ୍ୱର୍ଗତ ସନ୍ତୋଷ କୁମାର ପାତ୍ର।

ଉକ୍ତ ସମସ୍ତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଯଥାଶୀଘ୍ର ବିଧିମତେ ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଶ୍ରୀ ଧଳ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିଭଳି ନିର୍ବାଚନ କାର୍ଯ୍ୟରୁ ଫେରିବାବେଳେ ଆହତ ହୋଇଥିବା ଖୋର୍ଦ୍ଧା ଜିଲ୍ଲାର ସନ୍ତୋଷ କୁମାର ରାଉତଙ୍କୁ ମଧ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କ୍ୟାସ୍‌ଲେସ୍‌ ଚିକିତ୍ସା ବାବଦରେ ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି।

election 2024
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ବିସ୍ତୃତ ରାଶିଫଳ: ଜୁନ ୭ ତାରିଖ ରବିବାରରେ ୭ଟି ରାଶି ଉପରେ ମା’ ଲକ୍ଷ୍ମୀଙ୍କ ରହିଛି ଆର୍ଶିବାଦ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.