Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜ୍ରପାତ ଯୋଗୁଁ ୩ ମୃତ: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ବଜ୍ରପାତ ଯୋଗୁଁ ୩ ମୃତ: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ବଜ୍ରପାତ ବରଗଡ ଜିଲ୍ଲା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.