Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓୱାଇସିଙ୍କ ଘରେ ହୋଇଥିବା ଆକ୍ରମଣକୁ ନେଇ ବାଚସ୍ପତିଙ୍କ ଉଦ୍ବେଗ: ଦେଲେ ବଡ ନିର୍ଦ୍ଦେଶ
ଆଜିର ଖବର

ଓୱାଇସିଙ୍କ ଘରେ ହୋଇଥିବା ଆକ୍ରମଣକୁ ନେଇ ବାଚସ୍ପତିଙ୍କ ଉଦ୍ବେଗ: ଦେଲେ ବଡ ନିର୍ଦ୍ଦେଶ

June 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Lok Sabha Speaker
Lok Sabha Speaker expresses displeasure over planned chaos in the House

ନୂଆଦିଲ୍ଲୀ: ହାଇଦ୍ରାବାଦ ସାଂସଦ ତଥା ଅଲ ଇଣ୍ଡିଆ ମଜଲିସ-ଇ-ଇତ୍ତେହାଦୁଲ ମୁସଲିମିନ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ଦିଲ୍ଲୀ ଘରେ ହୋଇଥିବା ଆକ୍ରମଣକୁ ନେଇ ଲୋକସଭା ବାଚସ୍ପତି ଓମ ବିର୍ଲା ଉଦ୍ବେଗ ପ୍ରକାଶ କରିଛନ୍ତି। ଓମ୍ ବିର୍ଲା ଓୱାଇସିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ନିଶ୍ଚିତ କରିଛନ୍ତି।

ସୂଚନାନୁସାରେ, ଏହି ଘଟଣା ହାଇ ସିକ୍ୟୁରିଟି ଜୋନ୍ ସମ୍ମୁଖରେ ଏବଂ ଦିଲ୍ଲୀ ପୋଲିସ ମୁଖ୍ୟାଳୟ ନିକଟରେ ଘଟିଥିବାରୁ ବାଚସ୍ପତି ଦିଲ୍ଲୀ ପୋଲିସ କମିଶନରଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସମଗ୍ର ବିଷୟ କ’ଣ?:

ପ୍ରକାଶ ଯେ, ଗୁରୁବାର ରାତିରେ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଦାବି କରିଛନ୍ତି ଯେ ତାଙ୍କ ଘରେ କିଛି ଲୋକ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣ ସହ ଜଡିତ ଏକ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା। ସେ କହିଛନ୍ତି ଯେ, ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କ ଘରେ କାଳି ଫିଙ୍ଗି ଫେରାର ହୋଇଯାଇଥିଲା। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ପୂର୍ବରୁ ଟ୍ୱିଟର) ରେ ଏକ ଭିଡିଓ ମଧ୍ୟ ପୋଷ୍ଟ କରିଥିଲେ।

aimim Asaduddin Owaisi Lok Sabha om birla
Share. Facebook Twitter LinkedIn Email WhatsApp Copy Link

Related Posts

ସବୁ ବର୍ଗର ବିଦ୍ୟାଳୟଗୁଡ଼ିକରେ ଶିକ୍ଷାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦିଆଯାଉ: ସମନ୍ୱୟ ସମିତି

August 24, 2025

ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲା: ଅଭିଯୁକ୍ତ ପିତାକୁ ୭ ବର୍ଷ କାରାଦଣ୍ଡାଦେଶ

August 24, 2025

ରାଶିଫଳ: ଅଗଷ୍ଟ ୨୪ ତାରିଖ ରବିବାରରେ ସାତୋଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିଲା

August 24, 2025

କଟକ ରେଭେନ୍ସା କଲିଜିଏଟ୍ ସ୍କୁଲର ୧୭୫ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ  

August 23, 2025
Latest News

ସବୁ ବର୍ଗର ବିଦ୍ୟାଳୟଗୁଡ଼ିକରେ ଶିକ୍ଷାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦିଆଯାଉ: ସମନ୍ୱୟ ସମିତି

August 24, 2025

ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲା: ଅଭିଯୁକ୍ତ ପିତାକୁ ୭ ବର୍ଷ କାରାଦଣ୍ଡାଦେଶ

August 24, 2025

ରାଶିଫଳ: ଅଗଷ୍ଟ ୨୪ ତାରିଖ ରବିବାରରେ ସାତୋଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଖୋଲିଲା

August 24, 2025

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

August 23, 2025

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

August 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.