Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ଉପରାଷ୍ଟ୍ରପତିଙ୍କ ଜୀବନଯାତ୍ରା ଉପରେ ରଚିତ ତିନୋଟି ପୁସ୍ତକକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ପୂର୍ବତନ ଉପରାଷ୍ଟ୍ରପତିଙ୍କ ଜୀବନଯାତ୍ରା ଉପରେ ରଚିତ ତିନୋଟି ପୁସ୍ତକକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

June 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପୂର୍ବତନ ଉପରାଷ୍ଟ୍ରପତି ଏମ. ଭେଙ୍କୟାନାଇଡ଼ୁଙ୍କ ୭୫ ତମ ଜନ୍ମ ଦିନ ଅବସରରେ ତାଙ୍କ ଜୀବନଯାତ୍ରା ଉପରେ ରଚିତ ତିନୋଟି ପୁସ୍ତକକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଉନ୍ମୋଚନ କରିବେ। ହାଇଦ୍ରାବାଦର ଗଚିବୋଲି ସ୍ଥିତ ଅନଭୟା କନଭେନସନ୍ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ ହେବାକୁ ଥିବା ପୁସ୍ତକ ଗୁଡ଼ିକ ମଧ୍ୟରେ ରହିଛି:

୧. ପୂର୍ବତନ ଉପରାଷ୍ଟ୍ରପତି ଏମ. ଭେଙ୍କୟାନାଇଡ଼ୁଙ୍କ ଜୀବନୀ ‘ଭେଙ୍କୟାନାଇଡ଼ୁ – ଲାଇଫ ଇନ ସର୍ଭିସ’। ଦ ହିନ୍ଦୁ ହାଇଦ୍ରାବାଦ ସଂସ୍କରଣର ପୂର୍ବତନ ଆବାସିକ ସମ୍ପାଦକ ଶ୍ରୀ ନାଗେଶ କୁମାର ଏହାକୁ ରଚନା କରିଛନ୍ତି।

୨. ସେଲିବ୍ରେଟିଂ ଭାରତ-ଭାରତର ତ୍ରୟୋଦଶ ଉପରାଷ୍ଟ୍ରପତି ଏମ.ଭେଙ୍କୟାନାଇଡ଼ୁଙ୍କ ମିସନ ଓ ମେସେଜ୍‌”। ଭାରତର ଉପରାଷ୍ଟ୍ରପତିଙ୍କ ପୂର୍ବତନ ସଚିବ ଡ. ଆଇ.ଭି.ସୁବାରାଓଙ୍କ ଦ୍ୱାରା ପ୍ରସ୍ତୁତ ଏକ ଫଟୋ ସଙ୍କଳନ।

୩. ତେଲଗୁ ଶୀର୍ଷକ ‘ମହାନେତା- ଲାଇଫ ଆଣ୍ଡ ଜର୍ଣ୍ଣି ଅଫ ଏମ. ଭେଙ୍କୟାନାଇଡ଼ୁ’ର ଏକ ଫଟୋଚିତ୍ର ସମ୍ବଳିତ ଜୀବନୀ ପୁସ୍ତକ। ଏହା ସଞ୍ଜୟ କିଶୋରଙ୍କ ଦ୍ୱାରା ରଚିତ।

ନରେନ୍ଦ୍ର ମୋଦୀ ପୂର୍ବତନ ଉପରାଷ୍ଟ୍ରପତି ଭିଡିଓ କନଫରେନ୍ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Latest News

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.