Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟି-୨୦ ବିଶ୍ୱକପ୍ ବିଜୟୀ ଭାରତୀୟ କିକେଟ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ଟି-୨୦ ବିଶ୍ୱକପ୍ ବିଜୟୀ ଭାରତୀୟ କିକେଟ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

June 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଟି-୨୦ ବିଶ୍ୱକପ୍ ବିଜୟୀ ହୋଇଥିବାରୁ ଭାରତୀୟ କ୍ରିକେଟ ଟିମକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ଏକ ଭିଡିଓ ପୋଷ୍ଟ କରି ସେ କହିଛନ୍ତି, ଭାରତୟ ଟିମର ଏହି କୃତିତ୍ୱ ପାଇଁସମଗ୍ର ଦେଶ ଗର୍ବିତ ଏବଂ ଟିମର ପ୍ରଦର୍ଶନକୁ ପ୍ରଶଂସା କରାଯାଉଛି।ଟୁର୍ଣ୍ଣାମେଣ୍ଟରେ ପ୍ରତିଟି ମ୍ୟାଚରେ ବିଜୟୀ ହୋଇଥିବାରୁ ଏହା ବିଜୟକୁୂ ଅଧିକସ୍ୱତନ୍ତ୍ର କରିଛି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

“ଚମ୍ପିଆନ୍ସ!

ଆମ ଟିମ ଏକ ଷ୍ଟାଇଲରେ ଟି-୨୦ ବିଶ୍ୱକପ୍ ଆଣିଛି!

ଭାରତୀୟ କ୍ରିକେଟ ଟିମ୍ ପାଇଁ ଆମେ ଗର୍ବିତ।

ଏହି ମ୍ୟାଚ୍ ଐତିହାସିକ।”

india won Rohit Sharma southafrica t-20 world cup Virat Kohli
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ବିହାର ନିର୍ବାଚନ ପୂର୍ବରୁ ଆଶ୍ଚର୍ଯ୍ୟଜନକ ସର୍ଭେ: ପୁଣି ମହାଗଠବନ୍ଧନକୁ ଝଟକା ଦେଇପାରେ NDA

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025
Latest News

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ବିହାର ନିର୍ବାଚନ ପୂର୍ବରୁ ଆଶ୍ଚର୍ଯ୍ୟଜନକ ସର୍ଭେ: ପୁଣି ମହାଗଠବନ୍ଧନକୁ ଝଟକା ଦେଇପାରେ NDA

October 6, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.